ଦିଲୀପଙ୍କୁ ନେଇ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭା ନିର୍ବାଚନରେ ହେବ ଓଲଟପାଲଟ!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ବାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା କରିଛି । ସେପଟେ ମଙ୍ଗଳବାର ଭାଜପା ତରଫରୁ ରାଜ୍ୟ ସଭାପତି ମନମୋହନ ସାମଲ ଓ ସୁଜିତ କୁମାରଙ୍କ ନାମ ମଧ୍ୟ ଘୋଷଣା କରିଛି । ଏସବୁ ଭିତରେ ଦିଲୀପ ରାୟ ସ୍ୱାଧୀନ ଭାବେ ରାଜ୍ୟ ସଭା ଯିବେ ବୋଲି ଘୋଷଣା କରିଛନ୍ତି। ଏହାକୁ ନେଇ ପ୍ରେସମିଟ୍‌ କରି ମୁଖ୍ୟମନ୍ତ୍ରୀ … Continue reading ଦିଲୀପଙ୍କୁ ନେଇ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭା ନିର୍ବାଚନରେ ହେବ ଓଲଟପାଲଟ!