ଦିଲ୍ଲୀରେ ଭେଟଘାଟ, ଓଡ଼ିଶାରେ ଚର୍ଚ୍ଚା!

ଭୁବନେଶ୍ୱର, ୬।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତରେ ଥିବା ସମୟରେ ପାର୍ଲାମେଣ୍ଟ ପରିସରରେ ରାଜ୍ୟର ଭାଜପା ଏମପିମାନଙ୍କୁ ଭେଟି ଆଲୋଚନା କରିଛନ୍ତି। ଏହି ସାକ୍ଷାତରେ ଏମପି ଅନନ୍ତ ନାଏକ, ସମ୍ବିତ ପାତ୍ର ଏବଂ ନବଚରଣ ମାଝୀ ଉପସ୍ଥିତ ଥିଲେ ବୋଲି ସୂଚନା ମିଳିଛି।

Image

ଭାଜପା ଏମପି ଅପରାଜିତା ଷଡ଼ଙ୍ଗୀ ଏହି ସାକ୍ଷାତର ସୂଚନା ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରି ଜଣାଇଛନ୍ତି। ତେବେ ଏହି ଭେଟ ଓଡ଼ିଶାର ରାଜନୈତିକ ମହଲରେ ଆଲୋଚନାର ବିଷୟ ହୋଇଛି।

Image


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, “ପଶ୍ଚିମ ଏସିଆରେ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri