ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି । ଏଥିରେ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ । ଏନେଇ ପ୍ରଶାସନ ପକ୍ଷରୁ ବ୍ଯାପକ ପ୍ରସ୍ତୁତି କରାଯାଇଛି ।

ଏହି ପ୍ରସ୍ତୁତିର କାର୍ଯ୍ଯକ୍ରମମାନ କିପରି ହୋଇଛି ସେଥିନେଇ ରବିବାର ବାଣିଜ୍ଯ ଓ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା ଆସି ତଦାରଖ କରିବା ସହ ପୂର୍ତ୍ତବିଭାଗିୟ ଯନ୍ତ୍ରୀ ସୋନିଆ ପ୍ରଧାନଙ୍କ ସହ ଆଲୋଚନା କରିଥିଲେ । ଏହାସହ ଉପସ୍ଥିତ ଗଞ୍ଜାମ ଜିଲାପାଳ କିର୍ତ୍ତିଭାସନ, ଛତ୍ରପୁର ଉପଜିଲାପାଳ ଶୁଭାଶିଷ ବରାଳ, ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା, ବିଡିଓ ଶରତକୁୁମାର ପାତ୍ର, ଏସଡିପିଓ ସୁଜିତକୁମାର ନାୟକ ଓ ଆଇଆଇସି ରାଜେଶକୁମାର ନାୟକଙ୍କ ସହ ବିଭିନ୍ନ ସମ୍ପର୍କରେ ଆଲୋଚନା କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

PCBର ଅଜବ ନିଷ୍ପତ୍ତି: T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ପାକିସ୍ତାନ

ନୂଆଦିଲ୍ଲୀ,୧ା୨: PCB ରବିବାର ଏକ ଅଜବ ନିଷ୍ପତ୍ତି ନେଇଛି। ପାକିସ୍ତାନ T20 ବିଶ୍ୱକପରେ ଭାରତ ବିପକ୍ଷରେ ଖେଳିବ ନାହିଁ ବୋଲି PCB ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଫେବୃଆରୀ…

କେନ୍ଦ୍ର ବଜେଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଏହା ଐତିହାସିକ ବଜେଟ୍

ଭୁବନେଶ୍ବର, ୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଆଜି ୨୦୨୬-୨୭ ବର୍ଷ ପାଇଁ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିଛନ୍ତି । ଏହା ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ…

ବଜେଟ ଉପରେ ଆଇନଜୀବୀଙ୍କ ପ୍ରତିକ୍ରିୟା, ଭାରତର କର୍ପୋରେଟ ପୁଞ୍ଜି…

ସୁନ୍ଦରଗଡ,୧।୨ (ଜୟ ନାରାୟଣ ମେଣ୍ଡୁଳି): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬ ବଜେଟ ଉପସ୍ଥାପନ କରିଛନ୍ତି । ଏହାପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆଇନଜୀବୀ…

Budgetରେ ଜନଗଣନା ପାଇଁ କ’ଣ ରହିଛି ଜାଣନ୍ତୁ…

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ୨୦୨୭ ଜନଗଣନା ପାଇଁ କେନ୍ଦ୍ର ବଜେଟରେ ୬,୦୦୦…

ସ୍କଟଲାଣ୍ଡ, ଆୟର୍ଲାଣ୍ଡ ଖେଳିବେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୧ା୨:  ଜୁନରେ ଇଂଲଣ୍ଡରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସ୍କଟଲାଣ୍ଡ ଓ ଆୟର୍ଲାଣ୍ଡ ରବିବାର ଯୋଗ୍ୟତା ଅର୍ଜନ କରିଛନ୍ତି। ନେପାଳର କିର୍ତିପୁରଠାରେ ଚାଲିଥିବା କ୍ୱାଲିଫାୟର୍ସ…

ମାଘ ପୂର୍ଣ୍ଣିମାରେ ଶହ ଶହ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡପଦା ଗ୍ରାମ ସ୍ଥିତ ଶ୍ରୀ ଉଦୟନାଥେଶ୍ୱର ଶୈବ ପୀଠରେ ଚାଲିଥିବା ପଞ୍ଚକୁଣ୍ଡିୟ ଶ୍ରୀରାମ ତାରକ…

‘ଆମ ନାଁ ନାହିଁ’: ବଜେଟ୍‌ ଦେଖି ଇଣ୍ଟରନେଟ୍‌ରେ ମଧ୍ୟବିତଙ୍କ ପାଇଁ ମଜାଳିଆ ମିମ୍ସ ଭାଇରାଲ୍‌

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରବିବାର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ଦେଶର ସାଧାରଣ ଜନତାଙ୍କ ଜୀବନଶୈଳୀରେ ସୁଧାର ଆଣିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri