ମଙ୍ଗଳବାର ତାରାତାରିଣୀ ଆସିବେ ମୁଖ୍ଯମନ୍ତ୍ରୀ, ସାମୁହିକ କନ୍ଯାରତ୍ନ ବିବାହରେ…

ପୁରୁଷୋତ୍ତମପୁର,୧।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରେ ମଙ୍ଗଳବାର ମୁଖ୍ଯମନ୍ତ୍ରୀ କନ୍ଯା ବିବାହ ଯୋଜନାରେ ସାମୁହିକ ବିବାହ କାର୍ଯ୍ଯକ୍ରମର ବ୍ଯବସ୍ଥା ରହିଛି । ଏଥିରେ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ । ଏନେଇ ପ୍ରଶାସନ ପକ୍ଷରୁ ବ୍ଯାପକ ପ୍ରସ୍ତୁତି କରାଯାଇଛି ।

ଏହି ପ୍ରସ୍ତୁତିର କାର୍ଯ୍ଯକ୍ରମମାନ କିପରି ହୋଇଛି ସେଥିନେଇ ରବିବାର ବାଣିଜ୍ଯ ଓ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା ଆସି ତଦାରଖ କରିବା ସହ ପୂର୍ତ୍ତବିଭାଗିୟ ଯନ୍ତ୍ରୀ ସୋନିଆ ପ୍ରଧାନଙ୍କ ସହ ଆଲୋଚନା କରିଥିଲେ । ଏହାସହ ଉପସ୍ଥିତ ଗଞ୍ଜାମ ଜିଲାପାଳ କିର୍ତ୍ତିଭାସନ, ଛତ୍ରପୁର ଉପଜିଲାପାଳ ଶୁଭାଶିଷ ବରାଳ, ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା, ବିଡିଓ ଶରତକୁୁମାର ପାତ୍ର, ଏସଡିପିଓ ସୁଜିତକୁମାର ନାୟକ ଓ ଆଇଆଇସି ରାଜେଶକୁମାର ନାୟକଙ୍କ ସହ ବିଭିନ୍ନ ସମ୍ପର୍କରେ ଆଲୋଚନା କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri