ଏଣିକି AIରେ ଦୌଡ଼ିବ ମୋହନ ସରକାର, ସବୁ ବିଭାଗକୁ ଚିଠି ଲେଖି…

ଭୁବନେଶ୍ୱର,୧୩ା୯: ଏଣିକି AI (Artificial intelligence) ବା କୃତ୍ରିମ ବୁଦ୍ଧିମତ୍ତାରେ ଦୌଡ଼ିବ ମୋହନ ସରକାର। ପ୍ରଶାସନିକ ଦକ୍ଷତା ବୃଦ୍ଧି ଲକ୍ଷ୍ୟ ନେଇ AI ଉପକରଣ ପାଇଁ ସବୁ ବିଭାଗକୁ ଚିଠି ଲେଖିଛି ସାଧାରଣ ପ୍ରଶାସନ ବିଭାଗ। ପ୍ରଶାସନିକ ସଂସ୍କାର ଏବଂ ସୁଶାସନ ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ଗୁରୁତ୍ୱ ଦିଆଯାଇଛି।

ଦୈନନ୍ଦିନ ସରକାରୀ କାର୍ଯ୍ୟରେ AI ଉପକରଣ ବ୍ୟବହାର ଅତ୍ୟନ୍ତ ଜରୁରୀ ବୋଲି ବିଭାଗ କହିଛି। Al ଗ୍ରହଣ କାର୍ଯ୍ୟପ୍ରଣାଳୀକୁ ସୁଗମ, ତଥ୍ୟ-ଚାଳିତ ନିଷ୍ପତ୍ତି ଗ୍ରହଣକୁ ବୃଦ୍ଧି କରିବ। ଯାହା ଦ୍ବାରା ପ୍ରଶାସନିକ ଚ୍ୟାଲେଞ୍ଜଗୁଡ଼ିକୁ ସହଜରେ ମୁକାବିଲା କରିପାରିବେ କର୍ମଚାରୀ। ଏଥିପାଇଁ ଗୋଟିଏ AI ଉପକରଣ କ୍ରୟ କରିବାକୁ ଅଧିକାର ଦିଆଯାଇଛି। AI ଉପକରଣ ବ୍ୟବହାର ସମୟରେ ବାହ୍ୟ ପ୍ଲାଟଫର୍ମରେ ଗୁପ୍ତ କିମ୍ବା ଗୋପନୀୟ ଡକ୍ୟୁମେଣ୍ଟ ସାମଗ୍ରୀ ଅପଲୋଡ୍‌ କରାଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri