ଏଣିକି AIରେ ଦୌଡ଼ିବ ମୋହନ ସରକାର, ସବୁ ବିଭାଗକୁ ଚିଠି ଲେଖି…

ଭୁବନେଶ୍ୱର,୧୩ା୯: ଏଣିକି AI (Artificial intelligence) ବା କୃତ୍ରିମ ବୁଦ୍ଧିମତ୍ତାରେ ଦୌଡ଼ିବ ମୋହନ ସରକାର। ପ୍ରଶାସନିକ ଦକ୍ଷତା ବୃଦ୍ଧି ଲକ୍ଷ୍ୟ ନେଇ AI ଉପକରଣ ପାଇଁ ସବୁ ବିଭାଗକୁ ଚିଠି ଲେଖିଛି ସାଧାରଣ ପ୍ରଶାସନ ବିଭାଗ। ପ୍ରଶାସନିକ ସଂସ୍କାର ଏବଂ ସୁଶାସନ ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ଗୁରୁତ୍ୱ ଦିଆଯାଇଛି।

ଦୈନନ୍ଦିନ ସରକାରୀ କାର୍ଯ୍ୟରେ AI ଉପକରଣ ବ୍ୟବହାର ଅତ୍ୟନ୍ତ ଜରୁରୀ ବୋଲି ବିଭାଗ କହିଛି। Al ଗ୍ରହଣ କାର୍ଯ୍ୟପ୍ରଣାଳୀକୁ ସୁଗମ, ତଥ୍ୟ-ଚାଳିତ ନିଷ୍ପତ୍ତି ଗ୍ରହଣକୁ ବୃଦ୍ଧି କରିବ। ଯାହା ଦ୍ବାରା ପ୍ରଶାସନିକ ଚ୍ୟାଲେଞ୍ଜଗୁଡ଼ିକୁ ସହଜରେ ମୁକାବିଲା କରିପାରିବେ କର୍ମଚାରୀ। ଏଥିପାଇଁ ଗୋଟିଏ AI ଉପକରଣ କ୍ରୟ କରିବାକୁ ଅଧିକାର ଦିଆଯାଇଛି। AI ଉପକରଣ ବ୍ୟବହାର ସମୟରେ ବାହ୍ୟ ପ୍ଲାଟଫର୍ମରେ ଗୁପ୍ତ କିମ୍ବା ଗୋପନୀୟ ଡକ୍ୟୁମେଣ୍ଟ ସାମଗ୍ରୀ ଅପଲୋଡ୍‌ କରାଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri