ବିଜୟ ଉତ୍ସବରେ ନବୀନଙ୍କୁ ଟାର୍ଗେଟ୍‌ କଲେ ମୋହନ

ଭୁବନେଶ୍ୱର,୧୫।୧୧: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଜୟ ଢୋଲକିଆଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଭାଜପା ରାାଜ୍ୟ ସଭାପତି ମନମୋହନ ସାମଲ ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଏହି ଅବସରରେ ମନମୋହନ କହିଛନ୍ତି,ନୂଆପଡ଼ାରେ ଇତିହାସ ସୃଷ୍ଟି ହୋଇଛି। ସମସ୍ତଙ୍କ ପରିଶ୍ରମରୁ ଏହି ବଡ଼ ସଫଳତା ମିଳିଛି।
ବିଜୟ ଉତ୍ସବରେ ନୂଆପଡ଼ାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଜୟ ଢୋଲକିଆ। ଏହି ବିଜୟ ନୂଆପଡ଼ାବାସୀ ଓ ବିକାଶର ବିଜୟ ବୋଲି ସେ କହିଛନ୍ତି। ସେହିପରି ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ସ୍ମୃତିଚାରଣ ମୁଖ୍ୟମନ୍ତ୍ରୀ କହିଛନ୍ତି,ନୂଆପଡାର ବିକାଶର ଧାରାକୁ ଆହୁରି ଆଗକୁ ନିଆଯିବ।
ବିଜୟ ଉତ୍ସବରେ ନବୀନଙ୍କୁ ଟାର୍ଗେଟ କରି ଦଳ ପରିବର୍ତ୍ତନ କ’ଣ ବେଇମାନ ବୋଲି ମୁଖ୍ୟମନ୍ତ୍ରୀ ପ୍ରଶ୍ନ କରିଛନ୍ତି। ବେଇମାନ କହିଥିବାରୁ ଭୋଟ୍‌ରେ ନୂଆପଡ଼ାବାସୀ ଉଚିତ୍‌ ଜବାବ ଦେଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇ ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ, ଶାରୀରିକ ସମ୍ପର୍କ ପାଇଁ…

ତୁମୁଡିବନ୍ଧ,୨।୨(ଦୀପକ କୁମାର ପରାସେଠ): ନାବାଳିକାଙ୍କୁ ଅପହରଣ କରି ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ। ରାତି ଅନ୍ଧାର ଭିତରେ ଘଞ୍ଚ ଜଙ୍ଗଲରେ ଭୟରେ ଜୀବନ ବଞ୍ଚାଇ…

ସିଗାରେଟ୍ ଦରରେ ବଡ଼ ବୃଦ୍ଧି: ପ୍ୟାକେଟ୍ ପିଛା ଏତିକି ଟଙ୍କା ଯାଏ ବଢ଼ିଲା ଦାମ୍

ନୂଆଦିଲ୍ଲୀ,୨।୨: ଫେବୃୟାରୀ ୧, ଆରମ୍ଭରୁ ଦେଶରେ ସିଗାରେଟ୍ ଏବଂ ତମାଖୁ ଜାତ ଦ୍ରବ୍ୟର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟିଛି। କେନ୍ଦ୍ର ସରକାର ତମାଖୁ ଉପରେ ଅତିରିକ୍ତ…

୬ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ

ଭୁବନେଶ୍ୱର,୨।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ବିଜୁ…

ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ପୂର୍ବ ସରକାରଙ୍କୁ କଟାକ୍ଷ କଲେ ଜିଲାପାଳ

ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା।…

ଆନ୍ଧ୍ର ଆଧାର କାର୍ଡ ଅପଡେଡ୍‌ କରି ରାଶନ କାର୍ଡ ପ୍ରଦାନ କଲାପରେ ପଶିଲା ଚିନ୍ତା, ମେଳିକଲା…

ପଟ୍ଟାଙ୍ଗି,୨।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଏକାଠିକରି ବୈଠକ ମାଧ୍ୟମରେ…

କାମସାରି ଘରକୁ ଫେରୁଥିଲେ ଶ୍ରମିକ, ରାସ୍ତାରେ ଗଲା ଜୀବନ 

କେସିଙ୍ଗା,୨।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ପେଟ୍ରୋଲ ପମ୍ପ  ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ…

ପୂର୍ବତନ ସେନାମୁଖ୍ୟଙ୍କ ଅପ୍ରକାଶିତ ବହିକୁ ନେଇ ଲୋକସଭାରେ ଝଡ଼

ନୂଆଦିଲ୍ଲୀ,୨।୨: ପୂର୍ବତନ ସେନା ମୁଖ୍ୟ ଜେନେରାଲ୍ ଏମ.ଏମ. ନରଭାଣେଙ୍କ ଆତ୍ମଜୀବନୀ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’କୁ ନେଇ ସଂସଦରେ ହଙ୍ଗାମା ଦେଖିବାକୁ ମିଳିଛି। ସୋମବାର ଲୋକସଭାରେ ଶାସକ…

ମୁକୁଳା ଡ୍ରେନ୍‌ କବଳରେ ଶିଶୁ: ବାରମ୍ବାର ପଡ଼ିଲା ପରେ ବି…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡନଂ ପାଞ୍ଚ ତ୍ରିବେଣୀ ମଠ ଛକ ସାହିଠାରେ ଜଣେ ଶିଶୁ ଖେଳୁଥିବା ବେଳେ ହଟାତ ମୁକୁଳା ଡ୍ରେନରେ ପଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri