ନୂଆପଡ଼ାରୁ ନବୀନଙ୍କୁ ନିଶାନା କଲେ ମୋହନ: କହିଦେଇଗଲେ ଭିତିରି କଥା..

ନୂଆପଡ଼ା,୧୧।୮(ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ମାଝି ଶନିବାର ନୂଆପଡ଼ା ଗସ୍ତରେ ଆସିଛନ୍ତି। ସେଠାରୁ ସେ ସିଧା ନବୀନଙ୍କୁ ନିଶାନା କରିଛନ୍ତି। ସେ କହିଛନ୍ତି, ନୂଆପଡ଼ାର ଆଦିବାସୀ ଜନଜାତି ପ୍ରତି ଅବହେଳା ହୋଇଛି। ଅଭୟାରଣ୍ୟ ଭିତରେ ଥିବା ସୁନାବେଡ଼ା ଗାଁରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ନବୀନ ବାବୁ ଆଦିବାସୀଙ୍କ ପ୍ରତି ଅବହେଳା କରିଛନ୍ତି। ଖାଲି ଭୁବନେଶ୍ୱରରେ ରହି କହିଲେ ଆପଣମାନେ ଖୁସି ତ। ବିରୋଧୀଦଳ ନେତା ତାଙ୍କ ପ୍ରାର୍ଥୀଙ୍କୁ ସାଙ୍ଗରେ ନେଇକି ଯାଉନାହାନ୍ତି। ନବୀନ ବାବୁ ଯଦି ଆପଣଙ୍କ ଅଞ୍ଚଳକୁ ଆସିବେ ତେବେ କି ଭାଷାରେ କହିବେ। କେବଳ ଇଂଲିଶରେ କହିବେ, ୩୦ ବର୍ଷ ହେଲା ଆସି ଓଡ଼ିଆ ଶିଖିପାରିଲେ। ମୁଁ ଆଦିବାସୀ ପରିବାରର, ତେଣୁ ମୁଁ ଆଦିବାସୀଙ୍କ ଦୁଃଖ ବୁଝିପାରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri