ନୂଆପଡ଼ାରୁ ନବୀନଙ୍କୁ ନିଶାନା କଲେ ମୋହନ: କହିଦେଇଗଲେ ଭିତିରି କଥା..

ନୂଆପଡ଼ା,୧୧।୮(ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ମାଝି ଶନିବାର ନୂଆପଡ଼ା ଗସ୍ତରେ ଆସିଛନ୍ତି। ସେଠାରୁ ସେ ସିଧା ନବୀନଙ୍କୁ ନିଶାନା କରିଛନ୍ତି। ସେ କହିଛନ୍ତି, ନୂଆପଡ଼ାର ଆଦିବାସୀ ଜନଜାତି ପ୍ରତି ଅବହେଳା ହୋଇଛି। ଅଭୟାରଣ୍ୟ ଭିତରେ ଥିବା ସୁନାବେଡ଼ା ଗାଁରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ନବୀନ ବାବୁ ଆଦିବାସୀଙ୍କ ପ୍ରତି ଅବହେଳା କରିଛନ୍ତି। ଖାଲି ଭୁବନେଶ୍ୱରରେ ରହି କହିଲେ ଆପଣମାନେ ଖୁସି ତ। ବିରୋଧୀଦଳ ନେତା ତାଙ୍କ ପ୍ରାର୍ଥୀଙ୍କୁ ସାଙ୍ଗରେ ନେଇକି ଯାଉନାହାନ୍ତି। ନବୀନ ବାବୁ ଯଦି ଆପଣଙ୍କ ଅଞ୍ଚଳକୁ ଆସିବେ ତେବେ କି ଭାଷାରେ କହିବେ। କେବଳ ଇଂଲିଶରେ କହିବେ, ୩୦ ବର୍ଷ ହେଲା ଆସି ଓଡ଼ିଆ ଶିଖିପାରିଲେ। ମୁଁ ଆଦିବାସୀ ପରିବାରର, ତେଣୁ ମୁଁ ଆଦିବାସୀଙ୍କ ଦୁଃଖ ବୁଝିପାରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମଧ୍ୟସ୍ଥତା କରିବାକୁ ତେହରାନ ପହଞ୍ଚିଲା ପାକିସ୍ତାନ! ଶେହବାଜ-ମୁନିର ପଠାଇଛନ୍ତି ବାର୍ତ୍ତା

ତେହରାନ,୭।୬: ପାକିସ୍ତାନର ଗୃହମନ୍ତ୍ରୀ ମୋହସିନ ନକଭି ପୁଣି ଥରେ ତେହରାନରେ ପହଞ୍ଚିଛନ୍ତି। ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଏବଂ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ବାର୍ତ୍ତା ଦେବା…

ବାଘଛାଲ କିଣାବିକା ନେଇ ଚାଲିଥିଲା ଡିଲ୍‌ ମାଡ଼ିବସିଲା ପୋଲିସ: ଛାଲ ଜବତ, ୮ ଗିରଫ

କଲ୍ୟାଣସିଂହପୁର,୭।୬ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ରେଞ୍ଜ ଅଧୀନ ରିଭଲକଣାରେ ବାଘଛାଲ କିଣାବିକା ନେଇ ଡିଲ୍‌ ଚାଲିଥିବାବେଳେ ବନ ବିଭାଗ ସେଠାରେ ପହଞ୍ଚତ୍ ତାହାକୁ…

LPG ପରେ ବଢିଲା କି ପେଟ୍ରୋଲ ଦର? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୭।୬: ଦେଶରେ ୩ ମାସ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଘରୋଇ ଏଲପିଜି (LPG) ସିଲିଣ୍ଡର ମୂଲ୍ୟରେ ବୃଦ୍ଧି କରାଯାଇଛି। ଅନ୍ୟପଟେ, ପେଟ୍ରୋଲ ଏବଂ ଡିଜେଲ ଦରକୁ…

ଲିଖିତ ପ୍ରତିଶ୍ରୁତି ଦେଇ ହଟହଟା ହେଲେ ଯନ୍ତ୍ରୀ: ଥାନାରେ ନ ଥିବା ଦେଖି ତାତିଲେ ଅଞ୍ଚଳବାସୀ

ତୁମୁଡିବନ୍ଧ,୭।୬(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଅଞ୍ଚଳରେ ମେ ୨୯ ତାରିଖ ଶନିବାର ହୋଇଥିବା କାଳବୈଶାଖୀର ତାଣ୍ଡବରେ ବହୁ ଘର କ୍ଷତିଗ୍ରସ୍ତ ହେବା ସହ ବଡ଼…

କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ: ୫ ଜଣଙ୍କୁୁ କାବୁ କରିନେଲା ପୋଲିସ

ବଲାଙ୍ଗୀର, ୭।୬ (ସୁନିଲ କୁମାର ମହାନ୍ତି): ଏକ କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ ହୋଇଛି। ଘଟଣାରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପାଞ୍ଚ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଘର, କ୍ଷତିପୂରଣ ଦାବିରେ ରାସ୍ତାରୋକ

ରିଆମାଳ ୭|୬(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଗୁଣ୍ଡିଆପାଲି ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟା ୬ ଟା ୩୦ ଅଞ୍ଚଳରେ କାଳବୈଶାଖୀ ଯୋଗୁଁ ବହୁ ଘର…

ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ବଡ଼ ଝଟ୍‌କା; ମାସକୁ ଦେବାକୁ ହେବ ୨୯୯ ଟଙ୍କା, ତା’ ପରେ ମିଳିବ ଏସବୁ ଚଲାଇବାକୁ ସୁବିଧା…

ନୂଆଦିଲ୍ଲୀ,୭।୬: ମେଟା ଭାରତୀୟ ଇନଷ୍ଟାଗ୍ରାମ ବ୍ୟବହାରକାରୀଙ୍କୁ ଏକ ବଡ଼ ଝଟକା ଦେଇଛି। ମେଟା ନିକଟରେ ହ଼୍ବାଟସଆପ, ଇନଷ୍ଟାଗ୍ରାମ ଏବଂ ଫେସବୁକକୁ ଦେୟଯୁକ୍ତ ସେବା ଯୋଗାଇବା ଯୋଜନା ଘୋଷଣା…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri