ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି ନୂତନ ଜଳଛତ୍ର ଆର୍‌ ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁ ଉଦଘାଟନ କରିଥିବାବେଳେ ମୋହନା ଥାନା ଅଧିକାରୀ ଓମ ନାରାୟଣ ପାତ୍ର ଓ ଥାନାର ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ। ଏହି ଜଳଛତ୍ର ଖୋଲିବା ଦାରା ବ୍ଲକ ସଦର ମହକୁମାକୁ ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ଯୁବତୀଯୁବକଙ୍କଠାରୁ ବୃଦ୍ଧା ବୃଦ୍ଧ ଶୁଦ୍ଧ ପାନୀୟ ଜଳ ପାଇପାରିବେ। ତାହା ସହ ମୋହନା ଥାନା ଅଧିକାରୀ ଳୋକଙ୍କୁ ଏକ ସଚେତନ ବାର୍ତ୍ତା ଦେଇଥିଲେ। ଆବଶ୍ୟକ ନ ଥିଲେ ବାହରକୁ ନ ବାହାରିବା, ଯଦି ବାହାରିବା ଛତା କିମ୍ବା ମୁଣ୍ତରେ ଓଦା ଗାମୁଛା ପକାଇବା ନେଇ ସଚେତନ କରାଇଥିଲେ। ଏଭଳି ଜଳଛତ୍ର ଖୋଲିଥିବା ହେତୁ ପୋଲିସ ଓ ଜନତାଙ୍କ ମଧ୍ୟରେ ସମ୍ପର୍କକୁ ଆହୁରି ମଜଭୁତ କରିବା ନେଇ ଥାନା ଅଧିକାରୀ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ମୃତ ପୋଲିସ କର୍ମଚାରୀଙ୍କ ପରିବାରକୁ ବୀମା ରାଶି ପ୍ରଦାନ

ଛତ୍ରପୁର,୧୦।୭(ଦିଲୀପ ସାମଲ): ୨୦୨୪ ମସିହାରେ କାର୍ଯ୍ୟରତ ଅବସ୍ଥାରେ ଅକସ୍ମାତ ହୃଦ୍ଘାତରେ ପରଲୋକବରଣ କରିଥିବା ଚମାଖଣ୍ଡି ପୋଲିସ ଥାନା କର୍ମଚାରୀ ସଞ୍ଜିତ ସ୍ବାଇଁଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri