କରୋନାକୁ ହରାଇଲେ ମୋହିନା

ବମ୍ବେ: କରୋନାକୁ ହରାଇଛନ୍ତି ୟେ ରିସ୍ତା କ୍ୟା କେହଲାତା ହୈ ଫେମ୍‌ ମୋହିନା କୁମାରୀ ସିଂ। ଏକ ମାସ ତଳେ କୋଭିଡ-୧୯ରେ ସଂକ୍ରମିତ ହୋଇଥିଲେ ମୋହିନା। ଏବେ ତାଙ୍କର ରିପୋର୍ଟ ନେଗେଟିଭ୍‌ ଆସିଛି। ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଜଣାପଡ଼ିଛି।

ମୋହିନା ନିଜ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ଶେୟାର କରି ଏହି ଖୁସିଖବର ସମସ୍ତଙ୍କୁ ଜଣାଇଛନ୍ତି। ଶେଷରେ ଏକ ମାସ ପରେ ଆମର କରୋନା ରିପୋର୍ଟ ନେଗେଟିଭ୍‌ ଆସିଛି। ଏଥିପାଇଁ ଋଷିକେଶର ସମସ୍ତ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନଙ୍କୁ ଧନ୍ୟବାଦ ଜଣାଉଛୁ ବୋଲି ମୋହିନା କହିଛନ୍ତି।

କହିରଖୁଛୁ, ମୋହିନାଙ୍କ ସହ ତାଙ୍କ ପୁରା ପରିବାର କରୋନା ସଂକ୍ରମିତ ହୋଇଥିଲେ। ଏନେଇ ସେ ଏକ ଭିଡିଓ ଶେୟାର କରି କରୋନା ବିଷୟରେ କଥା ହୋଇଥିଲେ। ତାଙ୍କ ଶାଶୁ ପ୍ରଥମେ ସଂକ୍ରମିତ ହେବା ପରେ ସମସ୍ତଙ୍କୁ ଏହି ରୋଗ ସଂକ୍ରମଣ କରିଥିଲା। ପରେ ରିପୋର୍ଟ ଆସିବା ପରେ ସେମାନେ କରୋନା ପଜିଟିଭ୍‌ ବୋଲି ଜଣାପଡ଼ିଥିଲା। ସେବେଠାରୁ ସମସ୍ତଙ୍କର ଚିକିତ୍ସା ଜାରି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ‘ଭୂତ ପୋଲିସ’ରେ ସୈଫଙ୍କ ଫାଷ୍ଟ ଲୁକ୍‌: କରୀନା କହିଲେ ଏଭଳି…

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୈଫ ଅଲ୍ଲୀ ଖାଁଙ୍କ ଅପ୍‌କମିଂ ହରର ଓ କମେଡି ଫିଲ୍ମ ‘ଭୂତ ପୋଲିସ’ ଖୁବ୍‌ଶୀଘ୍ର ପରଦାକୁ ଆସିବାକୁ ଯାଉଛି। ଏହି ଫିଲ୍ମରେ...

ଯାହାକୁ ଭଲ ପାଉଥିଲି ବିବାହ କରିଥିଲେ ଆଜି ଜେଜେ ବାପା ହୋଇଥାନ୍ତି : ସଲମାନ

ମୁମ୍ବାଇ: ସୁପରଷ୍ଟାର ସଲମାନ ଖାନ୍‌ କେବେ ବିବାହ କରିବେ ଏନେଇ ପ୍ରଶଂସକଙ୍କ ମନରେ ଅନେକ ପ୍ରଶ୍ନ ଉଙ୍କି ମାରିଥାଏ। ଏପରିକି ପ୍ରତିବର୍ଷ ସଲମାନଙ୍କୁ ଏହି ପ୍ରଶ୍ନର...

ସ୍ତ୍ରୀଙ୍କ କମେଣ୍ଟ୍‌କୁ ଅପେକ୍ଷା କରିଥିଲେ ରଣବୀର, ଶେଷରେ…

ବଲିଉଡ୍‌ ଅଭିନେତା ରଣବୀର ସିଂ ସୋସିଆଲ ମିଡିଆରେ ସ୍ତ୍ରୀ ଦୀପିକା ପାଦୁକୋନଙ୍କ ସହ ବହୁତ ମଜା କରନ୍ତି। ପରସ୍ପରର ଗୋଡ ଟାଣିବାଠାରୁ ଆରମ୍ଭ କରି ପରସ୍ପର...

କ୍ଷୀର ପରି ତୋଫା ଗୋରା ୪ ଅଭିନେତ୍ରୀଙ୍କ ଚେହେରା: ନେବାକୁ ପଡ଼େନି ମେକ୍‌ ଅପ୍‌

ମୁମ୍ବାଇ: ଫିଲ୍ମ ଶୁଟିଂ ସମୟରେ ଅଭିନେତ୍ରୀ, ଅଭିନେତା ତଥା ଅନ୍ୟ କଳାକାରଙ୍କୁ ମେକ୍‌ ଅପ୍‌ ନେବାକୁ ପଡ଼ିଥାଏ। ତେବେ ବିଲିଉଡ୍‌ର ୪ ଅଭିନେତ୍ରୀଙ୍କ ଚେହେରା କ୍ଷୀର...

ପୂର୍ବ ପ୍ରେମିକାଙ୍କ ବିବାହ ପାଇଁ ଘୁଞ୍ଚାଇଲେ ଶୁଟିଂ

ମୁମ୍ବାଇ: ଏବେ କଟ୍ରିନାଙ୍କ ବିବାହ ନେଇ ଜୋରଦାର ଚର୍ଚ୍ଚା ହେଉଛି। ବି-ଟାଉନ ସେଲେବ୍ରିଟିମାନେ ମଧ୍ୟ ଏ ଦୁହିଁଙ୍କ ବିବାହକୁ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜସ୍ଥାନର...

ବାସ୍ତବ ଜୀବନରେ କୌଣସି ସୁପରହିରୋଙ୍କଠାରୁ କମ୍‌ ନୁହନ୍ତି ବଲିଉଡ୍‌ର ଏହି ‘ସିଙ୍ଗଲ ଫାଦର୍ସ’

ମୁମ୍ବାଇ: ଚଳଚ୍ଚିତ୍ରରେ ବିଭିନ୍ନ ଚରିତ୍ରରେ ଅଭିନୟ କରିବା ହେଉ ଅଥବା ନିର୍ଦ୍ଦେଶନା, ପ୍ରଯୋଜନା କ୍ଷେତ୍ରକୁ ଓହ୍ଲାଇଥିବା ବଲିଉଡ୍‌ କଳାକାରମାନେ ବାସ୍ତବ ଜୀବନରେ କେତେ ସଫଳ ତାହା...

ପୁଣି ଫ୍ୟାଶନ୍‌ର ଜଲଓ୍ବା ଦେଖାଇଲେ ସଚିନଙ୍କ ଝିଅ

ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ପୁଣି ନିଜ ଫ୍ୟାଶନର ଜଲଓ୍ବା ଦେଖାଇଛନ୍ତି। ସବୁବେଳେ ନିଜର ନିଆରା ଷ୍ଟାଇଲକୁ ନେଇ ଚର୍ଚ୍ଚାରେ ରହୁଥିବା ସାରା...

ମା’ ହେବାର ମାସକ ପରେ କାମକୁ ଫେରିଲେ ବେବୋ, ହେବାକୁ ପଡ଼ିଲା ଟ୍ରୋଲ

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ତଥା ବେବୋ ଦ୍ୱିତୀୟ ଥର ମା’ ହେବାର ମାସକ ପରେ ପୁଣି କାମକୁ ଫେରିଛନ୍ତି। ସେ୨୧ ଫେବୃୟାରୀରେ ଏକ ପୁତ୍ର...

Advertisement
Archives

Model This Week