ଟିମ୍‌ ଇଣ୍ଡିଆ ସଦସ୍ୟ ପାଲଟିଲେ ନେଟ୍‌ ବୋଲର

ଅହମ୍ମଦାବାଦ,୨୦।୩: ୨୦୧୪ ଆଇପିଏଲର ପର୍ପଲ କ୍ୟାପ୍‌ ଅଧିକାରୀ ମୋହିତ ଶର୍ମାଙ୍କୁ ନେଟ୍‌ ବୋଲର ଭାବେ ଦଳରେ ସାମିଲ କରିଛି ନୂଆ ଫ୍ରାଞ୍ଚାଇଜ ଗୁଜରାଟ ଟାଇଟନ୍ସ। ଏହା କ୍ରିକେଟ ପ୍ରଶଂସକଙ୍କୁ ଚକିତ କରି ଦେଇଛି। ମୋହିତଙ୍କ ସହିତ ବାମ ହାତୀ ପେସର ବରିନ୍ଦର ସ୍ରନ ମଧ୍ୟ ନେଟ୍‌ ବୋଲର ଭାବେ ଟାଇଟନ୍ସ କ୍ୟାମ୍ପରେ ଯୋଗ ଦେଇଛନ୍ତି।

୨୦୧୪ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପକ୍ଷରୁ ପ୍ରତିନିଧିତ୍ୱ କରିଥିବା ମୋହିତ ୧୬ ମ୍ୟାଚ୍‌ରେ ସର୍ବାଧିକ ୨୩ ଉଇକେଟ ନେଇଥିଲେ। ୩୩ ବର୍ଷୀୟ ପେସରଙ୍କ ପ୍ରତି ଅକଶନରେ କୌଣସି ଫ୍ରାଞ୍ଚାଇଜ ଇଚ୍ଛା ପ୍ରକଟ କରି ନ ଥିଲେ।

ହରିୟାନା ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱରେ ୨୦୧୩ରୁ ୨୦୧୫ ପର୍ଯ୍ୟନ୍ତ ଖେଳିଥିଲେ। ୨୦୧୬ ରୁ ୧୮ କିଙ୍ଗ୍ସ ଏକାଦଶ ପଞ୍ଜାବ (ଏବେ ପଞ୍ଜାବ କିଙ୍ଗ୍ସ) ପାଇଁ ଖେଳିବା ପରେ ସେ ପୁଣି ଫେରିଥିଲେ ସିଏସ୍‌କେ କ୍ୟାମ୍ପକୁ। ସେ ୨୦୨୦ରେ ଯୋଡ଼ି ହୋଇଥିଲେ ଦିଲ୍ଲୀ କ୍ୟାପିଟାଲ୍ସ ସହ। କେବଳ ଏତିକି ନୁହେଁ ସେ ୨୦୧୪ ଟି୨୦ ବିଶ୍ୱକପ୍‌ ଏବଂ ୨୦୧୫ ଦିନିକିଆ ବିଶ୍ୱକପ୍‌ରେ ଭାରତୀୟ ଦଳ ପାଇଁ ଖେଳିଥିଲେ। ମୋଟ ଉପରେ ଅନ୍ତର୍ଜାତୀୟ ସ୍ତରରେ ୨୬ ଦିନିକିଆ ଏବଂ ୮ ଟି୨୦ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri