Posted inଖେଳ

ଏସିଆ କପ୍ ଟ୍ରଫି ନେଇ ବିବାଦ: ମୋହସିନ ନାକଭିଙ୍କ ସର୍ତ୍ତ, ଭାରତୀୟ ଦଳକୁ ଟ୍ରଫି ଫେରାଇବେ କିନ୍ତୁ…

ନୂଆଦିଲ୍ଲୀ,୩୦।୯: ଏସିଆ କପ୍ ୨୦୨୫ ଫାଇନାଲରେ ଭାରତ ପାକିସ୍ତାନକୁ ୫ ଓ୍ଵିକେଟରେ ହରାଇ ବିଜୟୀ ହୋଇଥିଲେ ମଧ୍ୟ, ଏସିଆନ୍ କ୍ରିକେଟ୍ କାଉନସିଲ (ଏସିସି) ଅଧ୍ୟକ୍ଷ ମୋହସିନ ନକଭିଙ୍କ ହାତରୁ ଟ୍ରଫି ଗ୍ରହଣ କରିବାକୁ ଭାରତୀୟ ଦଳ ମନା କରିବା ପରେ ବିବାଦ ସୃଷ୍ଟି ହୋଇଛି। ନକଭି ଟ୍ରଫି ଓ ପଦକଗୁଡ଼ିକୁ ନେଇ ନିଜ ହୋଟେଲକୁ ଫେରିଯାଇଥିଲେ। ସେ କହିଛନ୍ତି, ଏକ ଔପଚାରିକ କାର୍ଯ୍ୟକ୍ରମରେ ସେ ନିଜେ ଟ୍ରଫି ଓ ପଦକ ହସ୍ତାନ୍ତର କରିବାକୁ ଚାହୁଁଛନ୍ତି, କିନ୍ତୁ ଭାରତ-ପାକିସ୍ତାନ ରାଜନୈତିକ ସମ୍ପର୍କକୁ ଦୃଷ୍ଟିରେ ରଖି ଏପରି କାର୍ଯ୍ୟକ୍ରମ ହେବା ଅସମ୍ଭବ ମନେହୁଏ।

ବିସିସିଆଇ ସଚିବ ଦେବଜିତ ସାଇକିଆ ନାକଭିଙ୍କ ଏହି କାର୍ଯ୍ୟକୁ “ଅଣକ୍ରୀଡ଼ାବିତ୍” ବୋଲି ସମାଲୋଚନା କରି ଏହାକୁ ଆଇସିସି ଆଗରେ ଉଠାଇବାକୁ ନିଷ୍ପତ୍ତି ନେଇଛନ୍ତି। ସେ କହିଛନ୍ତି, ଆଗାମୀ ନଭେମ୍ବରରେ ଦୁବାଇରେ ହେବାକୁ ଥିବା ଆଇସିସି ବୈଠକରେ ଏହି ଘଟଣା ବିରୁଦ୍ଧରେ ଦୃଢ଼ ପ୍ରତିବାଦ କରାଯିବ। ଏପର୍ଯ୍ୟନ୍ତ ଟ୍ରଫି ଓ ପଦକ ଭାରତୀୟ ଦଳକୁ ହସ୍ତାନ୍ତର ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri