ଗନ୍ଧମାର୍ଦ୍ଦନରେ ମାଓବାଦୀ-ପୋଲିସ ଗୁଳି ବିନିମୟ: ୨ ମାଓବାଦୀ ମୃତ

ବଲାଙ୍ଗୀର ଅଫିସ,୨୪।୧୧: ବଲାଙ୍ଗୀର ଜିଲା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପାହାଡ଼ରେ ଗୁରୁବାର ମାଓବାଦୀ-ପୋଲିସ ମଧ୍ୟରେ ଗୁଳି ବିନିମୟ ଘଟିଛି । ଏଥିରେ ଦୁଇ ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ତେବେ ଏହି ଏନକାଉଣ୍ଟର ସମ୍ପର୍କରେ ପୋଲିସ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ ।
ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ଗନ୍ଧମାର୍ଦ୍ଦନ ପାହାଡ଼ରେ ମାଓବାଦୀଙ୍କ ଗତିବିଧି ନେଇ ପୋଲିସକୁ କୌଣସି ସୂତ୍ରରୁ ଖବର ମିଳିଥିଲା। ପୋଲିସ ଟିମ୍‌ ଗନ୍ଧମାର୍ଦ୍ଦନ ପାହାଡ଼ରେ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ । ଏହି ଶର୍ଚ୍ଚ ଅପରେଶନ ସମୟରେ ମାଓବାଦୀ ପୋଲିସ ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି । ମୃତ ମାଓବାଦୀଙ୍କ ମୃତଦେହକୁ ପାହାଡ଼ ପାଦଦେଶକୁ ଅଣାଯାଉଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri