Posted inଜାତୀୟ

ସରକାରୀ ବଙ୍ଗଳା ଖାଲି ନ କରିବା ଉପରେ ମହୁଆଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୮।୧: ତୃଳମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ଏମ୍‌ପି ମହୁଆ ମୋଇତ୍ରାଙ୍କୁ ସରକାରୀ ବଙ୍ଗଳା ଖାଲି ନ କରିବା ଉପରେ ସୋମବାର ଇଷ୍ଟେଟ ନିର୍ଦ୍ଦେଶାଳୟ (ଡିଓଇ) କାରଣ ଦର୍ଶାଅ ନୋଟିସ ଜାରି କରିଛି।

ଗତ ବର୍ଷ ଡିସେମ୍ବର ୮ରେ ମହୁଆଙ୍କୁ ଲୋକ ସଭାରୁ ବହିଷ୍କାର କରାଯାଇଥିଲା। ଏଥିସହ ଜାନୁଆରୀ ୭ ସୁଦ୍ଧା ସରକାରୀ ବଙ୍ଗଳା ଖାଲି କରିବାକୁ କୁହାଯାଇଥିଲା। ତେବେ ମହୁଆ ଏ ପର୍ଯ୍ୟନ୍ତ ବଙ୍ଗଳା ଖାଲି କରିନାହାନ୍ତି। ଯାହାକୁ ନେଇ ଡିଓଇ ବର୍ତ୍ତମାନ ମହୁଆଙ୍କୁ ୩ ଦିନ ମଧ୍ୟରେ କାରଣ ଦର୍ଶାଅ ନୋଟିସର ଜବାବ ଦେବାକୁ କହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri