ମୋଜ୍‌ତାବା ଖାମେନେଇ ନେଇପାରନ୍ତି ନେତୃତ୍ୱ

ତେହରାନ୍‌ ,୯ା୩: ଫେବୃଆରୀ ୨୮ରେ ଇରାନ ଉପରେ ଇସ୍ରାଏଲ-ଆମେରିକାର ମିଳିତ ଆକ୍ରମଣ ପରେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲୀ ଖାମେନେଇଙ୍କ ମୃତ୍ୟୁ ହୋଇଥିଲା। ଏହାମଧ୍ୟରେ ଇରାନ-ଆମେରିକା ଯୁଦ୍ଧକୁ ୯ ଦିନ ପୂରିଥିଲାବେଳେ ନୂଆ ନେତା ବାଛିବାକୁ ଇରାନ ସରକାର ଚୟନ ପ୍ରକ୍ରିୟା ଶେଷ କରିଛନ୍ତି। ଖୁବଶୀଘ୍ର ନୂଆ ନେତାଙ୍କ ନାମ ଘୋଷଣା କରାଯିବ ବୋଲି ଇରାନ ସଂସଦର ବରିଷ୍ଠ ସଦସ୍ୟ ଆୟାତୋଲ୍ଲା ମୋହଶିନ୍‌ ହାଇଦେରି କହିଛନ୍ତି। ଶତ୍ରୁପକ୍ଷକୁ ଠିକଣା ଜବାବ ଦେବା ଲାଗି ଆମେ ଉପଯୁକ୍ତ ନେତାଙ୍କୁ ବାଛିସାରିଛୁ ବୋଲି ସେ କହିଛନ୍ତି। ମୋଜ୍‌ତାବା ଖାମେନେଇଙ୍କୁ ସୁପ୍ରିମ୍‌ ଲିଡର ବଛାଯାଇଥିବାବେଳେ କେବଳ ଔପଚାରିକ ଘୋଷଣା ବାକି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଆକ୍ରମଣ: ଥାନାରେ ପଶି ଗୁଣିଆଙ୍କୁ ଛଡାଇ ନେବାକୁ ପୋଲିସ ସହ ଧସ୍ତାଧସ୍ତି, ୫ ମହିଳାଙ୍କ ସମେତ…

ପୁରୁଷୋତ୍ତମପୁର,୧୧ା୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶୁକ୍ରବାର ଗୁଣିଗାରେଡିକୁ ନେଇ ତୁମୁଳକାଣ୍ଡ ଘଟିଛି। ସନ୍ଦେହରେ କେଶବ ଗୌଡ(୬୫)ଙ୍କୁ ଆକ୍ରମଣ କରାଯାଇଛି। ତାଙ୍କୁ ଥାନାରେ ପଶି…

ତାଜ୍‌ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…

ନୂଆଦିଲ୍‌ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ…

ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ: ଯୋଗଦେଲେ ବିଧାୟକ, କହିଲେ ସମନ୍ୱୟ ରକ୍ଷା କରି…

ଭଞ୍ଜନଗର, ୧୧।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ମହାବୀର ପର୍ବତ ଛାଡି ଉଦାରମା ଜଙ୍ଗଲ ଗଲେ ୨୬ ଟିକିଆ ହାତୀପଲ

ବଡ଼ଗାଁ,୧୧ା୯(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅଧୀନ ମହାବୀର ପର୍ବତରେ ମାସେ ହେଲା ଅବସ୍ଥାନ କରିଥିବା ୨୬ ଟିକିଆ ହାତୀପଲ ମହାବୀର ପର୍ବତରୁ ବାହାରି…

ଭିତରକନିକାରେ ବଢ଼ିଲେ ଦେଶୀୟ ପକ୍ଷୀ

ରାଜନଗର, ୧୧।୮ (ଭାସ୍କର ରାଉତରାୟ): ମୌସୁମୀର ଆଗମନରେ ଚଳିତ ବର୍ଷ ଜୁଲାଇ ମାସଠାରୁ ସେପ୍ଟେମ୍ବର ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଦେଶୀୟ ପକ୍ଷୀଙ୍କ ସମାଗମରେ ପକ୍ଷୀବିହାର ଭିତରକନିକାର ଶୋଭା…

ଧର୍ମଘଟ: କେନ୍ଦୁଝରରେ ବ୍ୟାଙ୍କିଙ୍ଗ୍‌ ସେବା ପ୍ରଭାବିତ

କେନ୍ଦୁଝର,୧୧।୯(ଦୀପକ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ): ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ୍‌ସ ଆହ୍ବାନରେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ କରାଯାଇଛି। କେନ୍ଦୁଝର ଜିଲାରେ ମଧ୍ୟ ଏହାର ପ୍ରଭାବ…

ବର୍ଷାଜଳରେ ବେହାଲ ବ୍ଲକ କାର୍ଯ୍ୟାଳୟ

ତୁମୁଡ଼ିବନ୍ଧ, ୧୧।୯ (ଦୀପକ କୁମାର ପରାସେଠ): ବର୍ଷାଜଳରେ ବେହାଲ ହୋଇପଡ଼ିଛି ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟ। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏଭଳି ଦୃଶ୍ୟ…

ଏପ୍ରିଲ ୨୦୨୭ ଯାଏଁ ରାହୁଙ୍କ କୃପା! ୩ ରାଶିଙ୍କୁ ମିଳିବ ପ୍ରଚୁର ଟଙ୍କା, ଚମକିବ କ୍ୟାରିୟର

ଛାୟା ଗ୍ରହ ରାହୁ ଏହି ସମୟରେ ଧନିଷ୍ଠା ନକ୍ଷତ୍ରରେ ବିରାଜମାନ ଅଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଧନିଷ୍ଠା ନକ୍ଷତ୍ରକୁ ଅତ୍ୟନ୍ତ ଶୁଭ ବୋଲି ବିବେଚନା କରାଯାଏ, କାରଣ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Trending

ଛୁଟିଦିନ
ପିଲାଙ୍କ ଧରିତ୍ରୀ
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?