କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ ନାହାନ୍ତି। ଏଥିପାଇଁ ମୁଁ ଚିଠି ଏଆଇସିସି ସଭାପତିଙ୍କୁ ଲେଖିନି, ସୋନିଆଙ୍କୁ ଲେଖିଛି। ସୋନିଆ ଆମ ଦଳର ସର୍ବୋଚ୍ଚ ନେତ୍ରୀ, ବିଶ୍ବାସ ରହିଛି ବିଚାର କରିବେ। ସୋନିଆଙ୍କ ନେତୃତ୍ୱରେ ଦଳ କ୍ଷମତାକୁ ଫେରି ପାରିଥିଲା।୧୦ ମାସ ହେଲାଣି ଭକ୍ତ ନେତୃତ୍ୱ ନେଲେଣି, କ’ଣ କରିଛନ୍ତି ପଚାରିଛନ୍ତି ମୋକିମ। ବୁଥ ଲେବୁଲକୁ ଯାଇ ନାହାନ୍ତି, ଭୁବନେଶ୍ବରରେ ବସିଲେ କିଛି ହେବନି। ସେ କଂଗ୍ରେସ ପରିବାରରୁ ଆସି ନାହାନ୍ତି, ଜନତା ଦଳରୁ ଆସିଛନ୍ତି। ବିହାର ଓ ୟୁପି କଥା ଉଠାଇ କଂଗ୍ରେସର କେନ୍ଦ୍ରୀୟ ନେତୃତ୍ୱକୁ ମୋକିମ ଚ୍ୟାଲେଞ୍ଜ କରିଛନ୍ତି।

ମୋକିମ ଆହୁରି କହିଛନ୍ତି, ବିଧାୟକ ଥିଲା ବେଳେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ ଦେଖା କରିପାରିନି।ରାହୁଲ କୋଟେରୀ ଗ୍ରୁପ୍‌ରୁ ନ ବାହାରିଲେ ଠିକ ନିଷ୍ପତ୍ତି ନେଇପାରିବେନି। ଭାରତ ଯୋଡ଼ ଯାତ୍ରା ବେଳେ ରାହୁଲ ୩ ରାତି ଓଡ଼ିଶାରେ ରହିଲେ, କର୍ମୀଙ୍କୁ ଭେଟିଲେନି।ସେ ଯଦି ଓଡ଼ିଶାରେ ତୃଣମୂଳ କର୍ମୀଙ୍କୁ ଭେଟିଥାନ୍ତେ କେତେ ଭଲ ହୋଇଥାନ୍ତା। ରାଜ୍ୟରେ ଯେଉଁମାନେ କ୍ରମାଗତ ହାରୁଛନ୍ତି, ସେମାନେ ଆଗରେ ବସୁଛନ୍ତି। କଟକରେ କଂଗ୍ରେସ ଜିତି ପାରୁ ନ ଥିଲା, ମୁଁ ଜିତାଇବାରେ ସଫଳ ହୋଇଛି। ଗୋଟିଏ ଗଣମାଧ୍ୟମରେ ମୋତେ, ରମେଶ ଜେନାଙ୍କୁ ବିଭୀଷଣ କହିଛନ୍ତି ଭକ୍ତ। ଦଳର ନେତୃତ୍ୱ ନେଲା ପରେ କିପରି ମିଡିଆକୁ କୁହାଯାଏ ତାହା ଜାଣିବା ଦରକାର।’

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନରେ ପରାଜୟ ପରେ ଭାଜପା ମହଲରେ ହଲଚଲ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ…

ନୂଆଦିଲ୍ଲୀ,୪।୮: ବିହାରର ପାଟନା ସ୍ଥିତ ବାଙ୍କିପୁର ବିଧାନସଭା ଆସନର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପରାଜୟ ପରେ ଜନତା ଦଳ (ୟୁନାଇଟେଡ)ର ନେତା ଏବଂ ରାଜ୍ୟ…

‘ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି’: ଉପନିର୍ବାଚନ ଫଳାଫଳକୁ ନେଇ ତେର୍ଚ୍ଛାବାଣ ମାରିଲେ ଧର୍ମେନ୍ଦ୍ର, କହିଲେ…

ନୂଆଦିଲ୍ଲୀ,୪।୮: ବାଙ୍କିପୁର ଉପନିର୍ବାଚନର ଫଳାଫଳକୁ ନେଇ ସମାଜବାଦୀ ପାର୍ଟିର ସାଂସଦ ଧର୍ମେନ୍ଦ୍ର ଯାଦବ ଭାରତୀୟ ଜନତା ପାର୍ଟି (ଭାଜପା) ଉପରେ କଡ଼ା ଆକ୍ରମଣ କରିଛନ୍ତି। ଦିଲ୍ଲୀରେ ଲୋକ…

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…

ଆସାମ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର-ହତ୍ୟା ମାମଲାରେ ତିନି ନାବାଳକ ଗିରଫ

ଦିସପୁର,୪।୮: ଆସାମର ହାଇଲାକାଣ୍ଡି ଜିଲାରେ ଜଣେ ୧୫ ବର୍ଷୀୟା ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ଅପରାଧରେ ତିନି ଜଣ ଅଭିଯୁକ୍ତଙ୍କୁ ଅଭିଯୁକ୍ତ କରାଯାଇଛି, ସେମାନଙ୍କ…

କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ…

ତାମିଲନାଡୁରେ ବଡ଼ ରାଜନୈତିକ ହଲଚଲ: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗିରଫ, ତ୍ରିଶାଙ୍କୁ ନେଇ କହିଥିଲେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁ ରାଜନୀତିରେ ମଙ୍ଗଳବାର ସକାଳେ ହଠାତ୍‌ ବଡ଼ ରାଜନୈତିକ ହଙ୍ଗାମା ଦେଖିବାକୁ ମିଳିଛି। ରାଜ୍ୟର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନଙ୍କୁ…

ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ…

ଉପାନ୍ତ ଅଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା: ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଲୋକେ

ନୂଆପଡ଼ା,୪ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକର ଉପାନ୍ତ ଅଞ୍ଚଳ ଦେଓଦରା ପଞ୍ଚାୟତ ଓ ବୋଡେନ ବ୍ଲକ ନାଗପଡ଼ା ପଞ୍ଚାୟତର ଅଧିକାଂଶ ଗାଁର ଲୋକେ ମୌଳିକ ସୁବିଧାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri