ହାଇକୋର୍ଟଙ୍କ ରାୟ ପରେ ପ୍ରତିକ୍ରିୟା ରଖିଲେ ମୋକିମ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ଓଆରଏଚ୍‌ଡିସି ଋଣ ଦୁର୍ନୀତି ମାମଲାରେ ହାଇକୋର୍ଟଙ୍କ ରାୟ ପ୍ରକାଶ ପରେ ବିଧାୟକ ମହମ୍ମଦ ମୋକିମ ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ମୁଁ କୃତଜ୍ଞ, ନ୍ୟାୟପାଳିକା ଉପରେ ବିଶ୍ୱାସ ଥିଲା । ମୋ ନିର୍ବାଚନମଣ୍ଡଳୀର ଭୋଟରଙ୍କ ପାଖରେ ମୁଁ ଋଣୀ । ଏହା ପୁରୁଣା ମାମଲା, ଜନ ପ୍ରତିନିଧି ଭାବେ କୌଣସି ସମ୍ପର୍କ ନାହିଁ ।
ସୂଚନାଯୋଗ୍ୟ, ବିଧାୟକ ମହମ୍ମଦ ମୋକିମଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ। ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ଏହି ଦଣ୍ଡାଦେଶ ହୋଇଥିଲା। ଭିଜିଲାନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ମୋକିମ ହାଇକୋର୍ଟଙ୍କ ଦାରସ୍ଥ ହୋଇଥିଲେ। ତେବେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟ ଏହି ରହିତାଦେଶ ଜାର କରିଛନ୍ତି । ଆସନ୍ତା ଫେବୃଆରୀ ୨୨ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri