Advertisement

ହାଇକୋର୍ଟଙ୍କ ରାୟ ପରେ ପ୍ରତିକ୍ରିୟା ରଖିଲେ ମୋକିମ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ଓଆରଏଚ୍‌ଡିସି ଋଣ ଦୁର୍ନୀତି ମାମଲାରେ ହାଇକୋର୍ଟଙ୍କ ରାୟ ପ୍ରକାଶ ପରେ ବିଧାୟକ ମହମ୍ମଦ ମୋକିମ ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ମୁଁ କୃତଜ୍ଞ, ନ୍ୟାୟପାଳିକା ଉପରେ ବିଶ୍ୱାସ ଥିଲା । ମୋ ନିର୍ବାଚନମଣ୍ଡଳୀର ଭୋଟରଙ୍କ ପାଖରେ ମୁଁ ଋଣୀ । ଏହା ପୁରୁଣା ମାମଲା, ଜନ ପ୍ରତିନିଧି ଭାବେ କୌଣସି ସମ୍ପର୍କ ନାହିଁ ।
ସୂଚନାଯୋଗ୍ୟ, ବିଧାୟକ ମହମ୍ମଦ ମୋକିମଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ। ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ଏହି ଦଣ୍ଡାଦେଶ ହୋଇଥିଲା। ଭିଜିଲାନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ମୋକିମ ହାଇକୋର୍ଟଙ୍କ ଦାରସ୍ଥ ହୋଇଥିଲେ। ତେବେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟ ଏହି ରହିତାଦେଶ ଜାର କରିଛନ୍ତି । ଆସନ୍ତା ଫେବୃଆରୀ ୨୨ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପୂର୍ବରୁ ମନେ ପଡ଼ିଲା ଚିନିକଳ କଥା

ବରଗଡ଼ ଅଫିସ୍‌,୭।୧୨: ବରଗଡ଼ ସହର ଉପକଣ୍ଠ ତୋରାସ୍ଥିତ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଏବଂ ଅନ୍ୟ ଶିଳ୍ପ ପ୍ରତିଷ୍ଠା ପାଇଁ ମଙ୍ଗଳବାର ବିଧାନସଭା ରୁମ...

ଅଙ୍ଗନଓ୍ବାଡିି କର୍ମୀ, ସହାୟିକାଙ୍କ ନିୟୋଜନ ପାଇଁ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ୫-‘ଟି’ ପଦକ୍ଷେପ ସ୍ବରୂପ ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକାଙ୍କ ନିୟୋଜନ ପାଇଁ ବିକାଶ...

ଭୁବନେଶ୍ୱର ରେଳ ଷ୍ଟେଶନ:ବିଶ୍ୱସ୍ତରୀୟ ପାଇଁ ସଜବାଜ

ଭୁବନେଶ୍ୱର, ୨୦|୯(ସ୍ଥିତ ପ୍ରଜ୍ଞ ମିଶ୍ର):ଦେଶର ପ୍ରଥମ ମଲ୍ଟି ମୋଡାଲ ହବ୍‌ (ବହୁମୁଖି ପରିବହନ କେନ୍ଦ୍ର) ହେବ ଭୁବନେଶ୍ୱର ରେଳ ଷ୍ଟେଶନ। ଯାତ୍ରୀଙ୍କୁ ଏଠାରେ ବିମାନବନ୍ଦର ଅପେକ୍ଷା...

ଲୁଟେରା, ନିଶା ମାଫିଆଙ୍କୁ ଧରାଇବେ ସ୍ଥାନୀୟ ଯୁବକ

୪ ଲୁଟ୍‌ ଓ ଡକାୟତି ଘଟଣାକୁ ନେଇ ଲୋକେ ରାସ୍ତାକୁ ଓହ୍ଲାଇବା ପରେ କମିଶନରେଟ ପୋଲିସର ନିଦ ହଜିଛି। ରସୁଲଗଡ଼ରେ ରାସ୍ତାରୋକୋ ଓ ପୋଡ଼ାଜଳାସ୍ଥଳରେ ପହଞ୍ଚତ୍...

ବୈତରଣୀ ସେତୁ ପ୍ରତି ବିପଦ

ଯାଜପୁର ଅଫିସ/କୋରେଇ(ସ୍ବ.ପ୍ର.),୫।୨: ଯାଜପୁର, କେନ୍ଦୁଝର ଓ ଭଦ୍ରକ ଜିଲାର ସୀମାରେଖା ଭାବେ ବୈତରଣୀ ନଦୀ ପରିଚିତ। ଏହି ୩ ଜିଲା ମଧ୍ୟରେ ଗମନାଗମନ ଓ ଯୋଗାଯୋଗର...

ସ୍ଥାନାନ୍ତର ହେବ ୧ ନମ୍ବର ପରିବା ହାଟ

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ୧ ନମ୍ବର ପରିବା ହାଟ ସ୍ଥାନାନ୍ତର ହେବ। ସହର ଉପକଣ୍ଠ ଭଗବାନପୁରକୁ ଏହା ସ୍ଥାନାନ୍ତରିତ ହେବ। ଏଥିପାଇଁ ସେଠାରେ ୧୦ ଏକର ଜମି...

ବର୍ଷା ସହ କୁଆପଥର ମାଡ଼

ଆସିକା,୧୮ା୪: ଗଞ୍ଜାମ ଜିଲା ଆସିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ବର୍ଷା ସହ କୁଆପଥର ମାଡ ହୋଇଥିଲା। ଗତ ୪ଦିନ ହେଲା ଅଞ୍ଚଳରେ ପ୍ରବଳ...

ବାଇକ୍‌ରେ ବୁହାହେଲା ବୃଦ୍ଧାଙ୍କ ମୃତଦେହ

ପୁରୀ ଅଫିସ ୩ା୮: ସ୍ବାସ୍ଥ୍ୟସେବାରେ ଉନ୍ନତି ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହାସତ୍ତ୍ୱେ କେତେକ କ୍ଷେତ୍ରରେ ଅଭାବନୀୟ ଚିତ୍ର ସାମ୍ନାକୁ ଆସୁଛି। ମଙ୍ଗଳବାର ପୁରୀ...

Advertisement
Archives

Model This Week