କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ ନଷ୍ଟ କରୁଛନ୍ତି। ସେ ତାଙ୍କର ବେପାର କରନ୍ତୁ କି ନୂଆ ଦଳ କରିବାର ଥିଲେ କରନ୍ତୁ। ଯଦି ଚିଠି ଲେଖିଲ ତାହା ପଦାକୁ ଆସିଲା କାହିଁକି ବୋଲି ସୁର ପଚାରିଛନ୍ତି।

ଅନ୍ୟପଟେ ଅନନ୍ତ ସେଠୀ କହିଛନ୍ତି, ହାଇକମାଣ୍ଡକୁ ଜଣାନ୍ତୁ, ମାତ୍ର ମିଡିଆକୁ ଆସିବା ଠିକ ହେଲାନି ।ମୁଁ ମୋକିମଙ୍କ ଏପରି କାର୍ଯ୍ୟକୁ ନାପସନ୍ଦ କରୁଛି। ଜୟଦେବ ଜେନା ମଧ୍ୟ ମୋକିମଙ୍କ ସହ ଏକମତ ନୁହେଁ ବୋଲି କହିଛନ୍ତି। ଖାର୍ଗେଙ୍କ ବୟସକୁ ନେଇ ପ୍ରଶ୍ନ କରିବା ଠିକ୍‌ ହେଲାନି ଭାବୁଛି। ରାହୁଲଙ୍କୁ ଦେଖା କରିପାରିଲେନି କହିବା ତାଙ୍କର ବ୍ୟକ୍ତିଗତ ମନ୍ତବ୍ୟ। ରାହୁଲ ସାରା ଦେଶ କଥା ବୁଝୁଛନ୍ତି, ମୁଁ ଲେଖିଥିବା ଚିଠିର ଉତ୍ତର ପାଇଛି। ତେଣୁ ଏହାକୁ ଏକ ଇସ୍ୟୁ କରିବା ବେକାର କଥା।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri