କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା ପାଇଁ ଶନିବାର ତାଙ୍କ ନାଁ ସୁପାରିସ କରିଛି ପ୍ରଦେଶ କଂଗ୍ରେସ। ଏନେଇ ଏଆଇସିସିକୁ ପ୍ରସ୍ତାବ ଦିଆଯାଇଛି। ଏଆଇସିସି ବିଧିବଦ୍ଧ ନିଷ୍ପତ୍ତି ନେବ ବୋଲି କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ମହମ୍ମଦ ମୋକିମ୍‌ ୨୦୧୯ ନିର୍ବାଚନରେ କଂଗ୍ରେସରୁ କଟକ-ବାରବାଟୀ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ସେ ଓଆରଏଚ୍‌ଡିସି ଦୁର୍ନୀତି ମାମଲାରେ ଛନ୍ଦି ହୋଇପଡ଼ିଥିଲେ। ୨୦୨୪ ନିର୍ବାଚନରେ ପ୍ରାର୍ଥୀ ହେବା ନେଇ ଆଶଙ୍କା ଦେଖାଦେଇଥିଲା। ଯେଉଁଥିପାଇଁ ତାଙ୍କ ସ୍ଥାନରେ ଝିଅ ସୋଫିଆ ନିର୍ବାଚନ ମଇଦାନକୁ ଓହ୍ଲାଇ ପାରନ୍ତି ବୋଲି ଏକପ୍ରକାର ସ୍ପଷ୍ଟ ହୋଇଗଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri