ମୋକିମଙ୍କ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେବା ପ୍ରସଙ୍ଗ: ସଠିକ ସମୟରେ ସଠିକ ନିଷ୍ପତ୍ତି ନିଆଯିବ କହିଲେ ପିସିସି ସଭାପତି

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନରେ ମହମ୍ମଦ ମୋକିମ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଭୋଟ ଦେବା ପ୍ରସଙ୍ଗରେ ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ହାଇକମାଣ୍ଡଙ୍କୁ ଅବଗତ କରାଯାଇଛି। ସଠିକ ସମୟରେ ସଠିକ ନିଷ୍ପତ୍ତି ନିଆଯିବ । ସେପଟେ ମହମ୍ମଦ ମୋକିମ ଯେଉଁ ମାଟିର ଝିଅ କହି ଭୋଟ ଦେଇଥିବା କହିଛନ୍ତି ତାକୁ କାଉଣ୍ଟର କରି ବିଧାୟକ ତାରା ପ୍ରସାଦ ବାହିନୀପତି କହିଛନ୍ତି, ଯଦି ମାଟି କଥା ଉଠେ ତେବେ ଯଶଓ୍ବନ୍ତ ସିହ୍ନା ବିହାରର, ପୁଣି ପୂର୍ବତନ ଭାଜପା ନେତା । ତେବେ ସେଠାକାର ଭାଜପା ଏମ୍‌ପି କିମ୍ବା ବିଧାୟକ କଣ ପାର୍ଟି ଊର୍ଦ୍ଧ୍ୱକୁ ଯାଇ ତାଙ୍କୁ ଭୋଟ ଦେଇଛନ୍ତି କି, ବୋଲି ତାରା ପ୍ରସାଦ ବାହିନୀପତି ପ୍ରଶ୍ନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବ୍ଲକ ଅଧ୍ୟକ୍ଷାଙ୍କୁ ଭେଟିଲେ ଗ୍ରାମବାସୀ: ଦେଲେ ଦାବିପତ୍ର

ଅମରପାଲି,୫।୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଗ୍ରାମ ପଞ୍ଚାୟତର ଭୁତିଆପାଲି ଗ୍ରାମବାସୀ ଗ୍ରାମର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷାଙ୍କୁ…

କଲ୍ୟାଣସିଂହପୁର ଲ୍ୟାମ୍ପ୍‌ସରେ ଦୁର୍ନୀତି ଅଭିଯୋଗ: ପରିଚାଳନା ନିର୍ଦ୍ଦେଶକଙ୍କୁ ଦାୟିତ୍ୱରୁ ହଟାଗଲା

ଗୁଣପୁର,୫।୫( ସୁଜାତା ପାଢ଼ୀ/ସଂକେତ ପାତ୍ର): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଲ୍ୟାମ୍ପ୍‌ସରେ ଆର୍ଥିକ ଅନିୟମିତତା ଅଭିଯୋଗ ଆସିଛି। ଚାଷୀମାନଙ୍କ ଜମା ଟଙ୍କା ଲ୍ୟାମ୍ପ୍‌ସ ପରିଚାଳନା ନିର୍ଦ୍ଦେଶକ ତାରିଣୀ ପ୍ରସାଦ…

ହାରିବା ପରେ ମମତାଙ୍କ ପ୍ରଥମ ପ୍ରେସ୍‌ କନଫରେନ୍ସ: କହିଲେ ପିଏମ୍‌ ମୋଦି-ଶାହା ମିଶି ଆମକୁ…

କୋଲକାତା,୫।୫: ପଶ୍ଚିମବଙ୍ଗରେ ହାରିବା ପରେ ମମତା ବାନାର୍ଜୀ ପ୍ରେସ୍‌ କନଫରେନ୍ସ ଜରିଆରେ ଭାଜପା ଉପରେ ବର୍ଷିଛନ୍ତି। ମମତା କହିଛନ୍ତି, ଆମର କର୍ମୀମାନଙ୍କୁ ନିର୍ଯାତନା ଦିଆଯାଇଛି। ଏହି ହେରଫେର…

ବଙ୍ଗଳାରେ ଭାଜପାର ପ୍ରଚଣ୍ଡ ବିଜୟ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା: କହିଲେ ଓଡ଼ିଶାରେ …

ଭୁବନେଶ୍ୱର,୫।୫: ରାଜନୀତିରେ ବିଜୟ ଏବଂ ପରାଜୟ କେବଳ କ୍ଷମତା ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ; ଏହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡ଼େ। ପଶ୍ଚିମବଙ୍ଗରେ ଭାଜପାର ବିଜୟ…

ନିର୍ବାଚନ ଜିତିବାର ଖୁସି ମଧ୍ୟରେ ଥାଲାପଥି ବିଜୟଙ୍କୁ ବଡ଼ ଝଟକା: ଶୁଣିଲେ ପ୍ରଶଂସକ ବି ହେବେ ନିରାଶ

ନୂଆଦିଲ୍ଲୀ,୫।୫: ୪ ମେ’ ୨୦୨୬ ଥାଲାପଥି ବିଜୟଙ୍କ ଜୀବନରେ ସର୍ବଦା ଏକ ସ୍ମରଣୀୟ ତାରିଖ ହୋଇ ରହିବ, କାରଣ ଏହି ଦିନ ତାଙ୍କ ଦଳ ଟିଭିକେ ୧୦୮…

ପାଖେଇ ଆସୁଛି ମହାପ୍ରଭୁଙ୍କ ରଥଯାତ୍ରା: ସିସିଟିଭି ନଜରରେ ରହିବ ବଡ଼ଦାଣ୍ଡ

ପୁରୀ,୫।୫: ପାଖେଇ ଆସୁଛି ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା। ରଥଯାତ୍ରା ପ୍ରସ୍ତୁତି ନେଇ ପୁରୀ ଏସ୍‌ପି ପ୍ରତୀକ ସିଂହ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ଶୃଙ୍ଖଳିତ ଏବଂ…

ହେବ ଭାରତ-ପାକିସ୍ତାନ ଯୁଦ୍ଧ! ଆମେରିକାର ବିପଦପୂର୍ଣ୍ଣ ଭବିଷ୍ୟବାଣୀ ପରେ ବିଶ୍ୱ ଛାନିଆ

ନୂଆଦିଲ୍ଲୀ,୫।୫: ଅପରେଶନ ସିନ୍ଦୁରର ବାର୍ଷିକୀ ପୂର୍ବରୁ, ଆମେରିକାରୁ ଏକ ବିପଦପୂର୍ଣ୍ଣ ଭବିଷ୍ୟବାଣୀ ଆସିଛି। ଏହା ଏକ ଭବିଷ୍ୟବାଣୀ ଯାହା ଗତ ବର୍ଷ ପାକିସ୍ତାନୀ ଶାସକମାନଙ୍କ ମୁହଁରେ ଦେଖାଯାଇଥିବା…

୨ ମାଟ୍ରିକ ପଢୁଆ ଛାତ୍ରୀଙ୍କୁ ଅପହରଣ, ଘରେ ପଡ଼ିଛି ଭାଳେଣି: ଖୋଜୁଛି ପୋଲିସ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ମାଟ୍ରିକ ପଢୁଥିବା ଛାତ୍ରୀ(୧୬)ଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଛାତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri