Posted inଖେଳ

ମୋଲେମା ୧୪ତମ ଷ୍ଟେଜ୍‌ ବିଜେତା

ପ୍ୟାରିସ, ୧୧|୭ : ନେଦରଲାଣ୍ଡ୍ସର ବାଉକେ ମୋଲେମା ଟୁର୍‌ ଡି’ ଫ୍ରାନ୍ସ ସାଇକେଲ ରେସ୍‌ର ୧୪ତମ ଷ୍ଟେଜ୍‌ ବିଜେତା ହୋଇଛନ୍ତି। ଜେନେରାଲ କ୍ଲାସିଫିକେଶନରେ ଫ୍ରାନ୍ସର ଗୁଇଲାମ ମାର୍ଟିନ ୭ ସ୍ଥାନ ଉପରକୁ ଉଠି ଟାଡେଜ ପୋଗାକାରଙ୍କ ପଛକୁ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଦୁଇ ରାଇଡରଙ୍କ ମଧ୍ୟରେ ବ୍ୟବଧାନ ମାତ୍ର ୪.୦୪ ମିନିଟ ରହିଛି। ଟେକ୍‌୍‌ ସେଗାଫ୍ରେଡୋ ଟିମ୍‌ର ମୋଲେମା ଶନିବାର ଅନୁଷ୍ଠିତ ୧୮୩.୭ କିମି ଦୂରତା ବିଶିଷ୍ଟ ରେସ୍‌କୁ ୪ ଘଣ୍ଟା ୧୬ମିନିଟ ୧୬ସେକେଣ୍ଡରେ ଶେଷ କରିଥିଲେ।
ରେସ୍‌ର ଶେଷ ୪୨ କିମି ବାଟ ସେ ଅନ୍ୟମାନଙ୍କଠାରୁ ଆଗରେ ରହିଆସିଥିଲେ। ଟୁର୍‌ରେ ତାଙ୍କର ଦ୍ୱିତୀୟ ଷ୍ଟେଜ୍‌ ବିଜୟ। ଅଷ୍ଟ୍ରିଆର ପ୍ୟାଟ୍ରିକ୍‌ କୋନାର୍ଡ ୧.୦୪ ମିନିଟ୍‌ ପଛରେ ଦ୍ୱିତୀୟ ସ୍ଥାନରେ ରହିଥିଲେ। କଲମ୍ବିଆର ସର୍ଗିଓ ହିଗୁଇଟା ଏବଂ ଇଟାଲୀର ମାଟିଆ କାଟାନେଓ ଯଥାକ୍ରମେ ତୃତୀୟ ଓ ଚତୁର୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

୨ ଦଳ ମିଶି କଲେ ମାତ୍ର ୨୩ ରନ: ଅନ୍ତର୍ଜାତୀୟ ଟି-୨୦ରେ ସବୁଠୁ ଲଜ୍ଜାଜନକ ରେକର୍ଡ

ନୂଆଦିଲ୍ଲୀ,୨୨।୧୨: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ ସାଧାରଣତଃ ଦ୍ରୁତ ରନ, ବଡ଼ ଛକା ଏବଂ ବଡ଼ ସ୍କୋର ପାଇଁ ଜଣାଶୁଣା। ଏହି ଫର୍ମାଟ କେତେକ ସମୟରେ ବ୍ୟାଟସମ୍ୟାନଙ୍କ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri