ଏହି ଲୋକପ୍ରିୟ କମେଡିଆନ୍‌ଙ୍କ ବିରୋଧରେ ବଳାତ୍କାର ମାମଲା ରୁଜୁ

ଲୋକପ୍ରିୟ ଷ୍ଟାଣ୍ଡ ଅପ୍‌ କମେଡିଆନ୍‌ ଖୟାଲୀଙ୍କ ବିରୋଧରେ ରୁଜୁ ହୋଇଛି ବଳାତ୍କାର ମାମଲା। ୨୫ ବର୍ଷୀୟା ଯୁବତୀଙ୍କୁ ସେ ବଳାତ୍କାର କରିଥିବା ନେଇ ଜୟପୁରର ମାନସରୋବର ପୋଲିସ ଷ୍ଟେଶନରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ତିନି ଦିନ ପୂର୍ବେ ହୋଟେଲରେ ଏହି ଘଟଣା ଘଟିଛି। ତେବେ ହାସ୍ୟ ଅଭିନେତା ଯୁବତୀଙ୍କୁ ଚାକିରି ଦେବା ବାହାନାରେ ମାନସରୋବରର ଏକ ହୋଟେଲ ରୁମ୍‌ରେ ମଦ୍ୟପ ଅବସ୍ଥାରେ ବଳାତ୍କାର କରିଥିବା ଅଭିଯୋଗରେ ଦର୍ଶାଯାଇଥିବା ପୋଲିସ କହିଛି।

ଯୁବତୀଙ୍କ ଅଭିଯୋଗ ପରେ ଭାରତୀୟ ଦଣ୍ଡବିଧି ଆଇନର ଧାରା ୩୭୬ ଅନୁଯାୟୀ ହାସ୍ୟ ଅଭିନେତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ମାମଲାର ତଦନ୍ତ ଚାଲିଛି। ପୀଡ଼ିତାଜଣଙ୍କ ଶ୍ରୀଗଙ୍ଗନଗର ବାସିନ୍ଦା ହୋଇଥିବା ବେଳେ ମାସେ ପୂର୍ବରୁ ହାସ୍ୟ ଅଭିନେତାଙ୍କ ସହ ସମ୍ପର୍କରେ ଆସିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri