ମମ ଟୁ ବି: ରେଡ କଫତାନରେ ମନ କିଣିଲେ ବିପାଶା

ମୁମ୍ବାଇ: ବଲିଉଡ ନାୟିକା ଆଲିଆ ଭଟ୍ଟଙ୍କ ଭଳି ବିପାଶା ବସୁ ବି ଏବେ ତାଙ୍କ ମ୍ୟାଟରନିଟି ଷ୍ଟାଇଲକୁ ନେଇ ଆସୁଛନ୍ତି ଚର୍ଚ୍ଚାକୁ । ନିକଟରେ ମାଆ ହେବାକୁ ଯାଉଥିବା ବିପାଶା ଏବେ ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି ଯାହାକୁ ନେଇ ଚର୍ଚ୍ଚା ଯୋର ଧରିଛି । ତାଙ୍କର ପ୍ରେଗ୍ନେସି ଗ୍ଲୋ ସାଙ୍ଗକୁ ମିଲିୟନ ଡଲାରର ସ୍ମାଇଲ ପ୍ରଶଂସକଙ୍କୁ ପାଗଳ କରିଛି । ଆଉଟଫିଟ କଥା ଆଲୋଚନା କଲେ ରେଡ କଲର ପ୍ରିଣ୍ଟେଡ କଫତାନରେ ଖୁବ୍ ସୁନ୍ଦର ଲାଗୁଛନ୍ତି ଅଭିନେତ୍ରୀ । ଏହାର କିଛି ଫଟୋ ଶେୟାର କରି କ୍ୟାପଶନରେ ବିପାଶା ଲେଖିଛନ୍ତି, ‘ରସଗୋଲା ହାସ ଲଭ ଇୟୋରସେଲ୍ଫ ହାସ ମାମାଟୁବି’ ।
ଏହି ରେଡ କଲର ପ୍ରିଣ୍ଟେଡ କଫତାନ ସହ ଏକ ସୁନା ଚେନ ଓ ଆଖି ଲାଗିଗଲା ଭଳି ପେଣ୍ଡାଣ୍ଟ କ୍ୟାରି କରିଛନ୍ତି ବିପାଶା । ଏହି ଫଟୋ ଦେଖିବା ପରେ ପ୍ରଶଂସକ ଖୁବ୍ କମେଣ୍ଟ କରୁଛନ୍ତି । ଖାଲି ପ୍ରଶଂସକ ନୁହେଁ ବଲିଉଡ ସେଲିବ୍ରିଟିମାନେ ମଧ୍ୟ ବିପାଶାଙ୍କୁ ଖୁବ୍ ପ୍ରେଜ କରିଛନ୍ତି । ଅଭିନେତ୍ରୀ ଦିଆ ମିର୍ଜା ଲେଖିଛନ୍ତି, ମିଷ୍ଟି ମା’ । ବିପାଶାଙ୍କ ସ୍ୱାମୀ କରଣ ସିଂ ଗ୍ରୋଭର କମେଣ୍ଟ କରିଛନ୍ତି, କ୍ୟୁଟେଷ୍ଟ କ୍ୟୁଟି ।
ସୂଚନାଯୋଗ୍ୟ, ଅଗଷ୍ଟ ୧୬ରେ ବିପାଶା ଓ କରନ ପ୍ୟାରେଣ୍ଟସ ହେବା କଥା ଆନାଉନ୍ସ କରିଥିଲେ । ଏହାପରଠାରୁ ବିପାଶାଙ୍କୁ ନେଇ କିଛି ନା କିଛି ଖବର ସାମ୍ନାକୁ ଆସୁଛି । ୨୦୧୫ରେ ଏମାନେ ପରସ୍ପରକୁ ଏକ ଶୁଟିଂ ସେଟରେ ଭେଟିଥିବା ବେଳେ ୨୦୧୬ରେ ବେଙ୍ଗଲି ଟ୍ରାଡିଶନରେ ବିବାହ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?