Posted inଖେଳ

ସମାଲୋଚିତ ହେବା ପରେ ନେତୃତ୍ୱ ଛାଡ଼ିଲେ

ଢାକା,୩୧।୫: ବାଂଲାଦେଶ ଟେଷ୍ଟ ଅଧିନାୟକ ମୋମିନୁଲ ହକ୍‌ ମଙ୍ଗଳବାର ନିଜ ପଦରୁ ଓହରି ଯାଇଛନ୍ତି। ଚଳିତ ବର୍ଷ ନିଜର ଖରାପ ପ୍ରଦର୍ଶନ କାରଣରୁ ସେ ବ୍ୟାଟିଂ ଉପରେ ଅଧିକ ଧ୍ୟାନ ଦେବା ଲାଗି ଏଭଳି ନିଷ୍ପତ୍ତି ନେଇଥିବା ସେ କହିଛନ୍ତି। ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟଙ୍କ ସହ ବୋର୍ଡ ସଭାପତି ନାଜମୁଲ ହାସନଙ୍କ ଘରେ ବୈଠକ ପରେ ୩୦ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌ ତାଙ୍କ ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିଛନ୍ତି। ଚଳିତ ମାସରେ ଶ୍ରୀଲଙ୍କାଠାରୁ ୧-୦ରେ ଟେଷ୍ଟ ସିରିଜ୍‌ ହାରିବା ପରେ ମୋମିନୁଲଙ୍କୁ ଖରାପ ବ୍ୟାଟିଂ ପାଇଁ ପ୍ରବଳ ସମାଲୋଚିତ ହେବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ କାହିଁକି ଭାଇରାଲ ହେଲା ଟ୍ରମ୍ପଙ୍କ ପୁରୁଣା ବୟାନ? ଜାଣନ୍ତୁ କ’ଣ କହିଛନ୍ତି ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୩୧।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ୧୯୮୭ ମସିହାର ଏକ ପୁରୁଣା ସାକ୍ଷାତକାର ଶେୟାର କରିଛନ୍ତି, ଯେଉଁଥିରେ ସେ ଇରାନ ସମ୍ପର୍କରେ ଅତ୍ୟନ୍ତ ଆକ୍ରମଣାତ୍ମକ…

୪ ବର୍ଷ ହେଲା ସରୁନାହିଁ ପାନୀୟଜଳ ପ୍ରକଳ୍ପ କାମ: ପାଣି ପାଇଁ ଡହଳବିକଳ ଗ୍ରାମବାସୀ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ପିପିଲିପାଲିରେ ପୋଖରୀ, ନାଲା ଶୁଖିଲା ପଡିଛି। ଏପରି ଗ୍ରାମର ନଳକୂପରୁ ପାଣି ବାହାରୁ ନାହିଁ। ଏଭଳି ପରିସ୍ଥିତିରେ…

ସରକାରୀ ବସ୍‌ଷ୍ଟାଣ୍ଡ୍‌, ମିଳୁନି ମୌଳିକ ସେବା: ଯାତ୍ରୀ ହଟହଟା

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକଶିତ ହେଉଛି। ରାସ୍ତାଘାଟ ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଡ୍ରେନ୍‌ ନିର୍ମାଣ କରାଯାଉଛି। ଏଥିପାଇଁ ଅନେକ ଗରିବ ଖଟିଖିଆ ଲୋକଙ୍କୁ ସେମାନଙ୍କ ଉଠା…

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri