ଟୋକିଓ,୨୭।୭: ଟୋକିଓ ଅଲିମ୍ପିକ୍ସରେ ସ୍ବଳ୍ପ ବୟସ୍କା ବାଳିକାଙ୍କ ଚମକ ଦେଖିବାକୁ ମିଳିଛି। ସ୍କେଟବୋର୍ଡିଂରେ ୧୩ ବର୍ଷୀୟ ଦୁଇଜଣ ଖେଳାଳି ସ୍ବର୍ଣ୍ଣ ଓ ରୌପ୍ୟ ପଦକ ଜିତିଥିବା ବେଳେ ଜଣେ ୧୬ ବର୍ଷୀୟା ଖେଳାଳି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ମହିଳା ସ୍କେଟ ବୋର୍ଡିଂରେ ଜାପାନର ୧୩ ବର୍ଷୀୟା ମୋମିଜୀ ନିଶିୟା ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେହିପରି ବ୍ରାଜିଲର ୧୩ ବର୍ଷୀୟା ଖେଳାଳି ରେସା ଲିୟଲ ରୌପ୍ୟ ପଦକ ହାସଲ କରିଛନ୍ତି। ସେହିପରି ଜାପାନର ଅନ୍ୟତମ ଖେଳାଳି ଫୁନା ନାକାୟାମା ଏହି ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ମୋମିଜୀ ସୋମବାର ୧୩ ବର୍ଷ ୩୩୦ ଦିନ ବୟସରେ ସ୍ବର୍ଣ୍ଣ ପଦକ ଜିତି ଅନ୍ୟତମ ସର୍ବକନିଷ୍ଠ ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ବିଜୟିନୀ ସାବ୍ୟସ୍ତ ହୋଇଛନ୍ତି।
ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…
ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…
ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ
ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…
ଟ୍ରକ୍ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ
ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…
RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ
ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍ ଦେବାଙ୍କ…
କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍ରେ ତାଙ୍କ…
ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍ ୫ରେ କିଏ କିଏ…
ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…
ବସ୍ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO
ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…
ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…
ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍ ବ୍ୟାଟ୍ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

