Posted inଫୁରସତ

ମୋମୋ ଖାଇବା ପଡ଼ିଲା ମହଙ୍ଗା: ଜାଣନ୍ତୁ କ’ଣ ହେଲା…

ରାଗ, ମସଲା ବା ଚଟ୍‌ପଟି ଖାଦ୍ୟ ଦେଖିବା ମାତ୍ରେ ପାଟିରୁ ଲାଳ ବହିଯାଏ। ଭାରତରେ ଅନେକ ଲୋକ ଏପରି ଖାଦ୍ୟ ଖାଇବାକୁ ପସନ୍ଦ କରିଥାନ୍ତି। ମାତ୍ର ଚାଇନାର ଲୋକମାନେ ମସଲାଯୁକ୍ତ ଖାଦ୍ୟ ଠାରୁ ଦୂରେଇ ରୁହନ୍ତି। ହେଲେ ଚାଇନାର ଜଣେ ୬୩ ବର୍ଷୀୟ ବୃଦ୍ଧ ଓ୍ବାଙ୍ଗଙ୍କୁ ଏପରି ଖାଦ୍ୟ ଖାଇବା ମହଙ୍ଗ ପଡ଼ିଛି।
ଓ୍ବାଙ୍ଗ ମୋମୋକୁ ଦେଖିବା ପରେ ଆଉ ନିଜକୁ ସମ୍ଭାଳିପାରି ନ ଥିଲେ। ସେ ମୋମୋ ଖାଇଥିଲେ। ଏହାର ମସଲା ଅଧିକ ଖାଇବା ଦ୍ୱାରା ତାଙ୍କ ପେଟରେ ହଠାତ୍‌ ବିସ୍ଫୋରଣ ଘଟି ଅନ୍ତଳନୀ ଫାଟିଗଲା। ସଙ୍ଗେସଙ୍ଗେ ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଗଲା। ଡାକ୍ତରଙ୍କ ବହୁ ପରିଶ୍ରମ ପରେ ତାଙ୍କର ଜୀବନ ବଞ୍ଚିଯାଇଛି। ଏ ନେଇ ଓ୍ବାଙ୍ଗ କୁହନ୍ତି, ପୂର୍ବରୁ ତାଙ୍କର ପେଟ ଏବଂ ହଜମ ଜନିତ ସମସ୍ୟା ରହିଥିଲା। ଏଭଳି ପରିସ୍ଥିତିରେ ଡାକ୍ତର ତାଙ୍କୁ ମସଲାଯୁକ୍ତ ଖାଦ୍ୟ ଖାଇବାକୁ ମନା କରିଥିଲେ। ଡାକ୍ତରଙ୍କ କଥା ନ ମାନିକାରୁ ଏପରି ଅସୁବିଧାଣ ସମ୍ମୁଖୀନ ହେବାକୁ ପଡ଼ିଛି ବୋଲି ସେ କହିଛନ୍ତି। ବର୍ତ୍ତମାନ ଏହି ଘଟଣା ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?