Posted inଖେଳ

କ୍ୟାରିୟର ଶେଷ କରି ଦେଇଥିଲା ଦୁର୍ଘଟଣା, ବର୍ଷକ ପରେ ଜିତିଲେ ଟ୍ରଫି

ଡେନପାସାର(ଇଣ୍ଡୋନେସିଆ),୨୨।୧୧: ନେଦରଲାଣ୍ଡର ଆଣ୍ଡେର୍ସ ଆଣ୍ଟୋସେନଙ୍କୁ ହରାଇ ଇଣ୍ଡୋନେସିଆ ମାଷ୍ଟର୍ସ ଟାଇଟଲ ହାତେଇଛନ୍ତି ବିଶ୍ୱ ଚାମ୍ପିୟନ କେଣ୍ଟୋ ମୋମୋଟା। ଗତବର୍ଷ କାର ଦୁର୍ଘଟଣାରେ ଆହତ ହେବା ପରେ ଏହା ତାଙ୍କ କ୍ୟାରିୟରର ପ୍ରଥମ ଟାଇଟଲ। ମୋମୋଟା ପ୍ରତିପକ୍ଷ ଖେଳାଳିଙ୍କୁ ସିଧାସଳଖ (୨୧-୧୭, ୨୧-୧୧) ଗେମ୍‌ରେ ହରାଇ ଦେଇଥିଲେ।

ବିଶ୍ୱର ଶ୍ରେଷ୍ଠ ବ୍ୟାଡ୍‌ମିଣ୍ଟନ ଖେଳାଳି କୁହାଯାଉଥିବା ମୋମୋଟା ୨୦୧୯ରେ ହାତେଇଥିଲେ ରେକର୍ଡ ୧୧ଟି ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟାଇଟଲ। କିନ୍ତୁ ୨୦୨୦, ଜାନୁୟାରୀରେ ସେ ଏକ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଏହି ଦୁର୍ଘଟଣାରେ ତାଙ୍କ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିଲା। ଯଦି ଓ ମୋମୋଟାଙ୍କ ଜୀବନ ବର୍ତ୍ତି ଯାଇଥିଲେ, ମାତ୍ର ତାଙ୍କ ଆଖିର ସକେଟ ଫ୍ରାକଚର ହୋଇଯାଇଥିଲା।

ମୋମୋଟା ଟୋକିଓରେ ଅଲିମ୍ପିକ୍‌ ପଦାର୍ପଣ କରିଥିଲେ। କିନ୍ତୁ ପ୍ରାରମ୍ଭିକ ରାଉଣ୍ଡ ଡେଇଁ ପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri