ବିବାହ ପୂର୍ବରୁ ଭାଇରାଲ ହୋଇଥିଲା ଏମଏମଏସ୍‌

ମୁମ୍ବାଇ: ଅଭିନେତ୍ରୀ ମୋନା ସିଂ ୪୧ ବର୍ଷରେ ପଦାର୍ପଣ କରିଛନ୍ତି । ପ୍ରଥମେ ଛୋଟ ପରଦାରୁ କ୍ୟାରିୟର ଆରମ୍ଭ କରିଥିବା ମୋନାଙ୍କୁ କିଛି ରିୟଲିଟି ଶୋ’ ଓ ପରେ ବଲିଉଡର କିଛି ମୁଭିରେ ମଧ୍ୟ ଦେଖିବାକୁ ମିଳିଛି । ଚଣ୍ଡିଗଡ଼ର ଏକ ପଞ୍ଜାବୀ ପରିବାରରେ ୧୯୮୧ରେ ଜନ୍ମ ନେଇଥିଲେ ମୋନା । ତାଙ୍କ ପିତା ଜଣେ ଆର୍ମିର୍ ଅଫିସର ଥିଲେ । ପ୍ରଥମେ ସେ ଟେଲିଭିଜନ ସିରିଏଲ ‘ଜସ୍‌ସି ଜୈସି କୋଇ ନେହି’ରୁ ନିଜର କ୍ୟାରିୟର ଆରମ୍ଭ କରିଥିଲେ । ପ୍ରଥମ ସିରିଏଲରୁ ହିଁ ସେ ଦର୍ଶକଙ୍କ ନିକଟରେ ବେଶ ପରିଚିତ ହୋଇ ଯାଇଥିଲେ । ଏଥିରେ ସେ ଜସ୍‌ସି ଭୂମିକାରେ ନଜର ଆସିଥିଲେ। ଏହାକୁ ଦର୍ଶକେ ଖୁବ୍ ପସନ୍ଦ କରିଥିଲେ ।
ମୋନା ଡ୍ୟାନ୍ସ ରିୟଲିଟି ଶୋ’ ଝଲକ ଦିଖଲାଜା ସିଜନ ୱାନର ବିଜେତା ହୋଇଥିଲେ । ସେ ଆମିର ଖାଁଙ୍କ ବ୍ଲକବଷ୍ଟର ମୁଭି ‘ଥ୍ରି ଇଡିଅଟ୍ସ’ରେ ବି ନଜର ଅସିଛନ୍ତି । ପ୍ରଫେସନାଲ ଲାଇଫ ବ୍ୟତୀତ ପର୍ସନାଲ ଲାଇଫକୁ ନେଇ ବି ଚର୍ଚ୍ଚାରେ ରହିଛନ୍ତି ମୋନା । ୨୦୧୩ରେ ଏକ ଏମଏମଏସ୍ ଲିକ ହୋଇଥିବା ବେଳେ ସେଥିରେ ମୋନା ଥିବା କଥା ଉଠିଥିଲା । ଯେଉଁଥିରେ ଜଣେ ମହିଳା ଆପତ୍ତିଜନକ ଅବସ୍ଥାରେ ନଜର ଆସିଥିଲେ । ଉକ୍ତ ମହିଳା ଜଣଙ୍କ ମୋନା ସିଂ ବୋଲି କୁହାଯାଉଥିବା ବେଳେ ମୋନା କିନ୍ତୁ କହିଥିଲେ ଏଥିରେ ଏଡିଟ କରାଯାଇଛି । ତେବେ ଗତବର୍ଷ ମୋନା ତାଙ୍କ ବୟଫ୍ରେଣ୍ଡ ଶ୍ୟାମଙ୍କୁ ବିବାହ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri