ମୋଦିଙ୍କ ‘ଆତ୍ମନିର୍ଭର ଭାରତ’କୁ ପ୍ରଶଂସା କଲା ଆଇଏମ୍‌ଏଫ୍‌

ଓ୍ବାଶିଂଟନ୍‌,୨୫।୯: ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଆତ୍ମନିର୍ଭରଶୀଳ ଭାରତ’କୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ବର୍ଣ୍ଣନା କରିଛି। ଏକ ଖବରଦାତା ସମ୍ମିଳନୀରେ ଆଇଏମଏଫ କମୁନିକେଶନ ବିଭାଗର ନିର୍ଦ୍ଦେଶକ ଗେରି ରାଇସ କହିଛନ୍ତି ଯେ, କରୋନା ମହାମାରୀ ମଧ୍ୟରେ ଆତ୍ମନିର୍ଭର ଇଣ୍ଡିଆ ସ୍କିମ ଅଧୀନରେ ଘୋଷିତ ଅର୍ଥନୈତିକ ରିଲିଫ ପ୍ୟାକେଜ ଦ୍ୱାରା ଭାରତୀୟ ଅର୍ଥନୀତି ବୃଦ୍ଧି ପାଇଛି। ଅର୍ଥନୀତି ଉପରେ କୋଭିଡ -୧୯ର ପ୍ରଭାବ ମଧ୍ୟ ହ୍ରାସ ପାଇଛି। ଏହାକୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବରେ ଦେଖାଯାଉଛି ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆତ୍ମନିର୍ଭରଶୀଳ ଭାରତ ଯୋଜନା ସହ ଜଡିତ ଏକ ପ୍ରଶ୍ନ ଉପରେ ରାଇସ୍‌ କହିଥିଲେ ଯେ ବିଶ୍ୱ ଅର୍ଥନୀତିରେ ଭାରତର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ ବୋଲି ପ୍ରଧାନମନ୍ତ୍ରୀ ମୋଦି ଘୋଷଣା କରିଛନ୍ତି। ଏହା ଅଧୀନରେ ସେହି ନୀତିଗୁଡିକ କାର୍ଯ୍ୟକାରୀ ହେବ, ଯାହା ଅର୍ଥନୀତିର ଗୁରୁତ୍ୱପୂର୍ଣ୍ଣ ଦିଗଗୁଡ଼ିକୁ ଦକ୍ଷ ଏବଂ ପ୍ରତିଯୋଗିତାମୂଳକ କରିବାରେ ସାହାଯ୍ୟ କରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬୫ବର୍ଷୀୟ ହାତୀକୁ ଭିଭିଆଇପି ସୁରକ୍ଷା: ଜଗିବେ ଯବାନ

କଲମ୍ବୋ,୨୭।୯:ସାଧାରଣତଃ ନେତା କିମ୍ବା କୌଣସି ଗୁରୁତ୍ୱପୂର୍ଣ୍ଣ ପାହ୍ୟାରେ ଥିବା ଲୋକଙ୍କ ସୁରକ୍ଷା ପାଇଁ ଯବାନଙ୍କୁ ନିୟୋଜିତ କରାଯାଇଥାଏ। କିନ୍ତୁ କୌଣସି ପଶୁର ସୁରକ୍ଷା ପାଇଁ ଯବାନ...

ଚାଇନା ଗ୍ୟାସ ପ୍ଲାଣ୍ଟରେ ବିସ୍ଫୋରଣ: ୧୦ ମୃତ

ହେନାନ୨୦।୭: ଚାଇନାର ହେନାନରେ ଥିବା ଏକ ଗ୍ୟାସ ପ୍ଲାଣ୍ଟରେ ଶୁକ୍ରବାର ଅପରାହ୍ନରେ ହୋଇଥିବା ବିସ୍ଫୋରଣରେ ଅତିକମରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୯ ଆହତ...

ଆମେରିକାରେ ପୁଣି ଗୁଳିକାଣ୍ଡ: ଗଲା ୩ ଜୀବନ

ୱାଶିଂଟନ,୧୦।୬: ଆମେରିକାରେ ପୁଣି ଏକ ଗୁଳିକାଣ୍ଡ ଘଟିଛି। ନର୍ଦନ ମ୍ୟାରିଲାଣ୍ଡରେ ଥିବା ଗୋଟିଏ ଫ୍ୟାକ୍ଟ୍ରିରେ ଜଣେ ବନ୍ଧୁକଧାରୀ ଆଖିବୁଜା ଗୁଳିମାଡ କରିଛି। ବନ୍ଧୁକଧାରୀ ଓ ଫ୍ୟାକ୍ଟ୍ରୀର...

ସୁଦାନରେ ସେନା ବିଦ୍ରୋହ ଉଦ୍ୟମ

ଖାରତୁମ୍‌, ୨୨ା୯: ଉତ୍ତର-ପୂର୍ବ ଆଫ୍ରିକୀୟ ଦେଶ ସୁଦାନରେ ସରକାରକୁ କ୍ଷମତାଚ୍ୟୁତ କରି ଶାସନ ନିଜ ହାତକୁ ନେବାକୁ ସେନାର ଏକ ଗୋଷ୍ଠୀ ମଙ୍ଗଳବାର ଉଦ୍ୟମ କରିଛନ୍ତି।...

ଓମିକ୍ରନ୍‌ ନିରୋଧୀ ଆଣ୍ଟିବଡି ଚିହ୍ନଟ

ଓ୍ବାଶିଂଟନ, ୩୦।୧୨: ଓମିକ୍ରନ୍‌ ଏବଂ କରୋନା ଭୂତାଣୁର ଅନ୍ୟ ଭାରିଆଣ୍ଟଗୁଡ଼ିକୁ ନିଷ୍କ୍ରିୟ କରିବା ଲାଗି ଆଣ୍ଟିବଡି ଚିହ୍ନଟ ହୋଇଛି। ବୈଜ୍ଞାନିକମାନଙ୍କର ଏକ ଅନ୍ତର୍ଜାତୀୟ ଟିମ୍‌ ନିକଟରେ...

ଆଖିବୁଜିଲେ ଘୁଷୁରି ହାର୍ଟ ଲାଗିଥିବା ବ୍ୟକ୍ତି

ବାଲ୍ଟିମୋର,୧୦।୩: ପ୍ରାୟ ଦୁଇମାସ ପୂର୍ବେ ଆମେରିକାରେ ଏକ ବିରଳ ପରୀକ୍ଷଣ ହୋଇଥିଲା। ଏହି ପରୀକ୍ଷଣରେ ପ୍ରଥମଥର ପାଇଁ ମଣିଷ ଶରୀରରେ ଘୁଷୁରି ହାର୍ଟ ପ୍ରତିରୋପଣ କରାଯାଇଥିଲା।...

ଭୋଟ୍‌ ଦେଲେ ୫ ଲକ୍ଷ ହଂକଂବାସୀ

ହଂକଂ,୧୩ା୭: ଚାଇନା ପକ୍ଷରୁ ହଂକଂରେ ଲାଗୁ ହୋଇଥିବା ନୂତନ ସୁରକ୍ଷା ଆଇନକୁ ସେଠାରେ ଜୋର୍‌ଦାର ବିରୋଧ କରାଯାଇଛି। ଲକ୍ଷାଧିକ ହଂକଂ ନାଗରିକ ଚାଇନାର ଏହି ଆଇନ...

ଯୌନ ନିର୍ଯାତନା ମାମଲାରେ ଗଭର୍ନର

ନ୍ୟୁୟର୍କ, ୧ା୩: ନ୍ୟୁୟର୍କ ଗଭର୍ନର ଆଣ୍ଡ୍ରିୟୁ କ୍ୟୁମୋ(୬୩)ଙ୍କ ବିରୋଧରେ ଆଉ ଜଣେ ମହିଳା ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। କ୍ୟୁମୋ ୨୦୨୦ରେ ତାଙ୍କ ପୂର୍ବତନ ସ୍ବାସ୍ଥ୍ୟନୀତି...

Advertisement
Archives

Model This Week