ଝାରସୁଗୁଡ଼ାରେ ୧,୧୬୧ କାଳିଆ ହିତାଧୀକାରୀଙ୍କୁ ଟଙ୍କା ଫେରସ୍ତ ନୋଟିସ୍‌: ଜାଣନ୍ତୁ କେଉଁ ଜିଲାରୁ କେତେ ରହିଛନ୍ତି

ଝାରସୁଗୁଡ଼ା ଅଫିସ,୩ା୮: ରାଜ୍ୟ ସରକାରଙ୍କ କୃଷି ବିଭାଗ ପକ୍ଷରୁ କାଳିଆ ଯୋଜନାରେ ଚାଷୀମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ତେବେ ବର୍ତ୍ତମାନ ସହାୟତା ପାଇଥିବା ଚାଷୀମାନଙ୍କୁ ଅଯୋଗ୍ୟ ଦର୍ଶାଯାଇ ହିତାଧିକାରୀଙ୍କୁ ଟଙ୍କା ଫେରସ୍ତ ପାଇଁ ଚିହ୍ନଟ କରି ନୋଟିସ୍‌ ଜାରି କରାଯାଇଛି। ଝାରସୁଗୁଡା ଜିଲାରେ ୧୧୬୧ ଜଣ ଚାଷୀଙ୍କୁ ଟଙ୍କା ଫେରସ୍ତ କରିବା ପାଇଁ ନୋଟିସ୍‌ ଜାରି ହୋଇଥିବା ଜିଲା କୃଷି କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶ ପାଇଛି। ଝାରସୁଗୁଡା ବ୍ଲକରୁ ୨୫୧ ଜଣ ରହିଥିବା ବେଳେ କିରମିରା ବ୍ଲକର ୨୭୨, ଲଇକେରା ବ୍ଲକର ୨୦୨ ଜଣ, କୋଲାବିରା ବ୍ଲକର ୧୫୪ ଏବଂ ଲଖନପୁର ବ୍ଲକର ୨୮୨ ଜଣ ଉପରୋକ୍ତ ଅଯୋଗ୍ୟ ଚାଷୀ ରହିଛନ୍ତି। ଏହାକୁ ଚାଷୀ ମହଲରେ ବିରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଲପଡାରେ ଡବଲ ମର୍ଡର: ଗାଁରେ ଉତ୍ତେଜନା, ପୋଲିସ ମୁତୟନ

ବେଲପଡା,୧୧ା୭(ଡି.ଏନ.ଏ.)-ବଲାଙ୍ଗୀର ଜିଲା ବେଲପଡା ଥାନା ଅଧୀନ ମୁଣ୍ଡାଗଁାରେ ଏକ ଡବଲ ମର୍ଡର ଘଟଣା ଘଟିଛି ା ଟଙ୍କା ଦେଣନେଣକୁ କେନ୍ଦ୍ର କରି ଶନିବାର ଅପରାହ୍ନରେ ଏହି...

ଏକକ ଷାଣ୍ମାସିକ ପରୀକ୍ଷାରେ ବିଭ୍ରାଟ ପ୍ରସଙ୍ଗ: ତ୍ରୁଟିକୁ ସ୍ବୀକାର କଲେ ମନ୍ତ୍ରୀ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜ୍ୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଏକକ ଷାଣ୍ମାସିକ ପରୀକ୍ଷାରେ ହୋଇଥିବା ତ୍ରୁଟିକୁ ସ୍ବୀକାର କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଏନେଇ...

ବିକ୍ରିହେଲା ୧କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସାମଗ୍ରୀ

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):ଓଡ଼ିଶା ଖଦି ଓ ଗ୍ରାମୋଦ୍ୟୋଗ ବୋର୍ଡ ଦ୍ୱାରା ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ଚାଲିଥିବା ଜାତୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ଓ ବିକ୍ରୟ...

ଅନୁଗୋଳ ପୌର କାର୍ଯ୍ୟାଳୟରେ ଜିଲାପାଳ: ସଫେଇ ସାର୍ଟିଫିକେଟ ଆଣିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ, ୩୦।୫: ଅନୁଗୋଳ ପୌରାଞ୍ଚଳରେ ପରିମଳ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ପ୍ରଶାସକ ତଥା ଜିଲାପାଳ ମନୋଜ କୁମାର ମହାନ୍ତି। ବୁଧବାର ଜିଲାପାଳ...

ବୈତରଣୀ ନଦୀ ପଠାରେ ଆତଙ୍କ: ଗାଈକୁ ଟାଣି ନେଇ ମାରିଦେଲା କୁମ୍ଭୀର

ଆରଡି,୨୧ା୫,(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅମୃତମଣୋହୀ ଗ୍ରାମ ନିକଟରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୈତରଣୀ ନଦୀ ପଠାରେ ଚରୁଥିବା ଏକ ଗାଈକୁ...

କଳିଙ୍ଗା ଘାଟିରେ ବସ୍‌ ଦୁର୍ଘଟଣାଗ୍ରସ୍ତ, ୨ ମୃତ: ପ୍ରବାସୀ ଓଡ଼ିଆଙ୍କୁ ନେଇ ସୁରଟରୁ ଫେରୁଥିଲା

ଭଞ୍ଜନଗର,୨ା୫(ଡି.ଏନ୍‌.ଏ.)- ପ୍ରବାସୀ ଓଡ଼ିଆଙ୍କୁ ସୁରଟରୁ ନେଇ ଫେରୁଥିବା ଏକ ବସ ଶନିବାର ରାତିରେ ଗଞ୍ଜାମ-କନ୍ଧମାଳ ସୀମାନ୍ତ କଳିଙ୍ଗା ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ...

ସୂଚନା ଓ ଲୋକସମ୍ପର୍କ ବିଭାଗ: କୃପାସିନ୍ଧୁ ମିଶ୍ର ନୂତନ ନିର୍ଦ୍ଦେଶକ

ଭୁବନେଶ୍ୱର,୨୫।୬(ବ୍ୟୁରୋ)- କାର୍ଯ୍ୟକ୍ଷେତ୍ରରେ ଶୃଙ୍ଖଳା ଓ ଅନୁରାଗ ଦ୍ୱାରା ଅଧିକାରୀମାନେ ବିଶେଷ ଦକ୍ଷ ଓ ପ୍ରତିବଦ୍ଧ ହୋଇପାରିବେ । ସେଥିପାଇଁ କର୍ମସଂସ୍କୃତି, ସମୟାନୁବର୍ତ୍ତିତା ଓ ଦାୟିତ୍ୱବୋଧ ଉପରେ...

ଅବଦୁଲ କଲାମଙ୍କ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ

ନୟାଗଡ଼ ଅଫିସ,୧୬।୧୦-ମହାନ ଜନନାୟକ, ମିଶାଇଲ ମ୍ୟାନ, ଭାରତର ପୂର୍ବତନ ରାଷ୍ଟ୍ରପତି ତଥା ଭାରତରତ୍ନ ଡ. ଏ.ପି.ଜେ. ଅବଦୁଲ କଲାମଙ୍କ ପୁଣ୍ୟ ଜନ୍ମତିଥିରେ ମଙ୍ଗଳବାର ତାଙ୍କର ପ୍ରତିମୂର୍ତ୍ତି...

Coronavirus Update


Archives

Model This Week

Why Dharitri