‘ତୁମ ପାଇଁ କିଛି ବି କରିପାରେ…’, ହୋଲି ଉପଲକ୍ଷେ ଜ୍ୟାକଲିନଙ୍କୁ ପତ୍ର ଲେଖିଲେ ସୁକେଶ

ମୁମ୍ବାଇ: ୨୦୦ କୋଟି ମନି ଲଣ୍ଡରିଂ ମାମଲାରେ ସୁକେଶ ଚନ୍ଦ୍ରଶେଖରଙ୍କ ନାମ ଆସିବା ପରେ ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜ ରହୁଛନ୍ତି ଚର୍ଚ୍ଚାରେ । କନମ୍ୟାନ ସୁକେଶ ଚନ୍ଦ୍ରଶେଖରଙ୍କ ଉପରେ ଫୋର୍ଟିଜର ଜଣେ ପୂର୍ବତନ ପ୍ରମୋଟରଙ୍କ ପତ୍ନୀଙ୍କଠାରୁ ୨୦୦ କୋଟି ଆଦାୟ କରିବାର ଅଭିଯୋଗ ରହିଛି । ଏବେ ସୁକେଶ ଜେଲରେ ରହିଛନ୍ତି । ହୋଲି ଉପଲକ୍ଷେ ଶୁଭେଚ୍ଛା ଜଣାଇ ସେ ଜ୍ୟାକଲିନଙ୍କୁ ଏକ ପତ୍ର ଲେଖିଛନ୍ତି ।
ସୁକେଶ ଏହି ପତ୍ର କେବଳ ଜ୍ୟାକଲିନ ନୁହେଁ ବରଂ ମିଡିଆ ପାଇଁ ବି ଲେଖିଛନ୍ତି ଓ ଖୋଲାଖୋଲି ଭାବେ ତାଙ୍କର ପକ୍ଷ ରଖିଥିବାରୁ ଧନ୍ୟବାଦ ଦେଇଛନ୍ତି । ଏହାସହ ସୁକେଶ ତାଙ୍କ ପରିବାର, ବନ୍ଧୁ ‘ସମର୍ଥକ ଓ ଘୃଣା କରୁଥିବା ଲୋକଙ୍କୁ’ ଏହାସହ ତାଙ୍କ ଆଇନ ଟିମକୁ ବି ହୋଲି ୱିଶ କରିଛନ୍ତି । ତାଙ୍କ ପତ୍ରରେ ସୁକେଶ ଜ୍ୟାକଲିନଙ୍କୁ ‘ସବୁଠାରୁ ସାନଦାର ଇନସାନ’ କହିବା ସହ ତାଙ୍କ ଜୀବନରୁ ଫିକା ଓ ଗାୟବ ହୋଇଯାଇଥିବା ରଙ୍ଗକୁ ପୁଣିଥରେ ୧୦୦ ଗୁଣା କରି ଆଣିଦେବାକୁ କଥା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି…

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri