Posted inଖେଳ

ଟଙ୍କା ହେର୍‌ଫେର୍‌ ମାମଲା: ଯୁବରାଜଙ୍କ ବୟାନ ରେକର୍ଡ କଲା ଇଡି

ନୂଆଦିଲ୍ଲୀ,୨୩ା୯: ଭାରତର ପୂର୍ବତନ ଅଲ୍‌ରାଉଣ୍ଡର ଯୁବରାଜ ସିଂ (ଯୁବି)ଙ୍କର ମଙ୍ଗଳବାର ଅନ୍‌ଲାଇନ୍‌ ବେଟିଂ ଆପ୍‌ ‘୧Xବେଟ୍‌’ ସହ ଜଡ଼ିତ ଟଙ୍କା ହେର୍‌ଫେର୍‌ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ବୟାନ ରେକର୍ଡ କରାଯାଇଛି।

୪୩ ବର୍ଷୀୟ ଯୁବି ଏକ ଧଳାରଙ୍ଗର ଟି-ଶାର୍ଟ ପିନ୍ଧି ମଧ୍ୟାହ୍ନ ୧୨ଟା ବେଳେ ଇଡି କାର୍ଯ୍ୟାଳୟରେ ନିଜ ଆଇନଗତ ଦଳ ସହ ପହଞ୍ଚିଥିଲେ। ସେଠାରେ ତଦନ୍ତକାରୀ ଅଧିକାରୀ ଯୁବିଙ୍କୁ ପ୍ରଶ୍ନ କରିବା ସହ ପ୍ରିଭେନ୍‌ଶନ ଅଫ୍‌ ମନି ଲଣ୍ଡରିଂ ଆକ୍ଟ(ପିଏମ୍‌ଏଲ୍‌ଏ) ଅଧୀନରେ ତାଙ୍କ ବୟାନ ରେକର୍ଡ କରିଥିଲେ। ତାଙ୍କ ପୂର୍ବରୁ ରବିନ୍‌ ଉଥପ୍ପା, ସୁରେଶ ରାଇନା ଓ ଶିଖର ଧାଓ୍ବନଙ୍କ ଭଳି ପୂର୍ବତନ ଭାରତୀୟ କ୍ରିକେଟରଙ୍କୁ ସମାନ ମାମଲାରେ ଇଡି ପକ୍ଷରୁ ପଚାରଉଚରା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri