ପୌର ବ୍ୟାଙ୍କ ଖାତାରୁ ଟଙ୍କା ଗାଏବ ଘଟଣା: ଜଣେ ଅଭିଯୁକ୍ତ ଗିରଫ

ବଡ଼ବିଲ,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରକାର୍ଯ୍ୟାଳୟର ବ୍ୟାଙ୍କ ଖାତାରୁ ୨ କୋଟି ୪୫ ଲକ୍ଷ ୬୦ ହଜାର ୮୫୦ ଟଙ୍କା ଗାଏବ ଘଟଣାରେ ଇଓଡବ୍ଲ୍ୟୁ ଶନିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ବଡବିଲ ଜେଏମଏଫସି କୋର୍ଟରେ ହାଜର କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଆଗରପଡାସ୍ଥିତ ଅଳୀ ଆପାର୍ଟମେଣ୍ଟରେ ରହୁଥିବା ସୁଭାଷ ଘିସିଙ୍ଗ ଗିରି।
ଅନୁଯାୟୀ, ବଡବିଲ ପୌରକାଯର୍‌ୟାଳୟର ବ୍ୟାଙ୍କ ଖାତାରୁ ୪ଟି ନକଲି ଚେକ୍‌ ବ୍ୟବହାର କରି ଟଙ୍କା ଟଙ୍କା ଗାଏବ ହେବା ନେଇ ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ବିଭାଗର ଇଓଡବ୍ଲ୍ୟୁ ସିଆଇଡି, କ୍ରାଇମ୍‌ବ୍ରାଞ୍ଚର ଇଓଡବ୍ଲ୍ୟୁ (ଇକୋନୋମିକ ଅଫେନ୍ସ ୱିଙ୍ଗ) ଥାନାରେ ବଡବିଲ ପୌର ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା ଅଭିଯୋଗ କରିଥିଲେ। ପଣ୍ଡାଙ୍କ ଅଭିଯୋଗକୁ ଭିତ୍ତି କରି ଇଓଡବ୍ଲ୍ୟୁ ଥାନାରେ ଏକ ମାମଲା (ନଂ ୭/୨୨) ରୁଜୁ ହୋଇଛି। ଏହି ଘଟଣାରେ ଇଓଡବ୍ଲ୍ୟୁ ଟିମ ପୌରକାର୍ଯ୍ୟାଳୟର ଆକାଉଣ୍ଟ ଥିବା ବ୍ୟାଙ୍କ ଓ ପୌର ନିର୍ବାହୀ ଅଧିକାରୀଙ୍କ ସହ ଅନ୍ୟ କେତେକ କର୍ମଚାରୀଙ୍କୁ ମଧ୍ୟ ପଚରାଉଚରା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ଗାଁରେ ପହଞ୍ଚିଲାନି ଆମ୍ବୁଲାନ୍ସ: ପୁଅକୁ କାନ୍ଧରେ ବୋହିଲେ ମା’, ପରେ ଖଟିଆରେ….

ପାଟଣା, ୧।୯ (ବୀର କିଶୋର ଦାଶ): ଲଗାଣ ବର୍ଷାରେ ନାଳ ଉପରେ ଥିବା ପୋଲ ଧୋଇଯିବାରୁ ଗାଁ ଭିତରକୁ ଯାଇପାରିଲା ନାହିଁ ଆମ୍ବୁଲାନ୍ସ। ଶେଷରେ ଗୁରୁତର ଅବସ୍ଥାରେ…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri