Posted inଜାତୀୟ

ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ଘରେ ଇଡି ଅଧିକାରୀ

ମୁମ୍ବାଇ,୧୮।୭: ଆୟବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଛନ୍ତି ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ତଥା ଏନ୍‌ସିପି ନେତା ଅନୀଲ ଦେଶମୁଖ। ରବିବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ୨ଟି ଟିମ୍‌ ନାଗପୁର ଜିଲାରେ ଥିବା ଦେଶମୁଖଙ୍କ ୨ଟି ଘରେ ଚଢାଉ କରିଥିଲା। ଗୋଟିଏ ଟିମ୍‌ କାଟୋଲ ସହରରେ ଥିବା ଘରେ ଚଢାଉ କରିଥିବା ବେଳେ ଅନ୍ୟ ଏକ ଟିମ୍‌ ସହରଠାରୁ ୬୦ କି.ମି ଦୂରରେ ଥିବା ୱାଡଭିହିରା ଗାଁରେ ଥିବା ଘରେ ଚଢାଉ କରିଥିଲା। ଚଢାଉ ସକାଳ ୬ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟାରେ ଶେଷ ହୋଇଥିବା ସୂଚନା ମିଳିଛି। ଅଧିକାରାମାନେ ଘରୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ଜଣାପଡିଛି।

ଇତିମଧ୍ୟରେ ଇଡି ଦେଶମୁଖଙ୍କ ୪.୨୦ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ଏହି ସମ୍ପତ୍ତି ଦେଶମୁଖଙ୍କ ପରିବାର ଲୋକଙ୍କ ନାମରେ ରହିଛି। ଜବତ ସମ୍ପତ୍ତି ମଧ୍ୟରେ ନବି ମୁମ୍ବାଇ ବିମାନବନ୍ଦର ନିକଟରେ ତିଆରି ହେଉଥିବା ଗୋଟିଏ ଫ୍ଲାଟ ଓ ଏକ ବଡ଼ ଜମି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଦମ୍ପତି ଗଲେ ଜେଲ୍

ଦିଗପହଣ୍ଡି, ୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସାହାଣୀ ସାହିର କୀର୍ତ୍ତନ ଦାସ (୬୬) ଏବଂ ତାଙ୍କ ସ୍ତ୍ରୀ ସୁବାସି ଦାସ (୬୦)ଙ୍କୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?