ହେଲିକପ୍ଟରରୁ ଟଙ୍କା ବର୍ଷା

ଇସଲାମାବାଦ୍‌,୧୬।୩: ଆକାଶରୁ ହେଲିକପ୍ଟରରେ ଟଙ୍କା ଏବଂ ଫୁଲ ବର୍ଷା ହେଉଥିବାରୁ ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ରାଜରାସ୍ତାରେ ଲୋକେ ଭିଡ଼ ଜମାଇ ଟଙ୍କା ଗୋଟାଉଥିବାରୁ ଦୃଶ୍ୟ ୧ ମିନିଟ୍‌ ୫୮ ସେକେଣ୍ଡର ଏହି ଭିଡ଼ିଓରେ ଦେଖିବାକୁ ମିଳୁଛି। ପଞ୍ଜାବ ପ୍ରଦେଶର ମଣ୍ଡି ବହାଉଦ୍ଦିନ୍‌ ଅଞ୍ଚଳରେ ଏକ ବିବାହ ଉତ୍ସବରେ ଏଭଳି ଘଟିଛି। ବରଙ୍କ ଭାଇ ବିଦେଶରେ ରହୁଥିବାବେଳେ ବିବାହ ଉତ୍ସବ ପାଇଁ ହେଲିକପ୍ଟର ଭଡ଼ାରେ ଆଣିଥିଲେ। ରାଜରାସ୍ତାରେ ବରଯାତ୍ରୀ କନ୍ୟା ଘର ମୁହାଁ ହୋଇଥିବା ବେଳେ ସେମାନଙ୍କ ଉପରେ ଆକାଶରୁ ଟଙ୍କା ଓ ଫୁଲ ବର୍ଷା କରାଯାଇଥିଲା। ସମ୍ପ୍ରତି ପାକିସ୍ତାନର ଆର୍ଥିକ ସ୍ଥିତି ଖରାପ ରହିଛି। ଏପରିସ୍ଥଳେ ଟଙ୍କା ଗୋଟାଇବା ପାଇଁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ପ୍ରତିଯୋଗିତାର ଲାଗି ଯାଇଥିଲା। ଲୋକେ ବରଯାତ୍ରୀଙ୍କ ମଧ୍ୟରେ ପଶି ରାସ୍ତାରେ ଅଟକି ରହିଥିବା ଗାଡ଼ି ଉପରେ ଚଢ଼ି ଟଙ୍କା ଗୋଟାଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ ଭାକ୍ସିନର ବୁଷ୍ଟର ଡୋଜ୍‌କୁ ମିଳିଲା ଅନୁମତି: ଦୁର୍ବଳ ପ୍ରତିରୋଧକ ଶକ୍ତି ଥିବା ବ୍ୟକ୍ତିଙ୍କୁ ଦିଆଯିବ ତୃତୀୟ ଡୋଜ୍‌

ଓ୍ବାଶିଂଟନ୍‌,୧୩।୮: ଆମେରିକାରେ କରୋନା ଭ୍ୟାକ୍ସିନର ବୁଷ୍ଟର ଡୋଜ୍‌ର ପ୍ରୟୋଗକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଆମେରିକାରେ ବର୍ତ୍ତମାନ କରୋନାର ହାଇ ରିସ୍କ ଥିବା ରୋଗୀଙ୍କୁ ଟିକାର ତୃତୀୟ...

ଜାପାନରେ ପ୍ରଧାନମନ୍ତ୍ରୀ, ଜୟ ଶ୍ରୀ ରାମ ସ୍ଲୋଗାନ…

ଟୋକିଓ, ୨୩।୫ : କ୍ୱାଡ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନରେ ପହଞ୍ଚିଛନ୍ତି। ଏହି ସମୟ ମଧ୍ୟରେ ଟୋକିଓରେ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ...

ଭାବମୂର୍ତ୍ତି ପରିବର୍ତ୍ତନ ପ୍ରୟାସ, ଜାତିସଂଘ ମହାସଭାରେ ଉଦ୍‌ବୋଧନ ଦେବାକୁ ତାଲିବାନ୍‌ର ଇଛା…

ଜେନେଭା/କାବୁଲ,୨୨।୯: ତାଲିବାନ୍‌ ଜାତିସଂଘ ମହାସଭାରେ ପୃଥିବୀକୁ ଉଦ୍‌ବୋଧନ ଦେବାର ଇଛା ପ୍ରକଟ କରିଛି। ଏନେଇ ତାଲିବାନ୍‌ ସରକାରଙ୍କର ବୈଦେଶିକ ମନ୍ତ୍ରୀ ଆମିର ଖାଁ ଜାତିସଂଘ ମହାସଚିବ...

କୋରୋନା ଭାଇରସ ଭୟ: ଉହାନରେ ଫସିଛନ୍ତି ୨୫ ଭାରତୀୟ

ବେଜିଂ,୨୪।୧: ଚାଇନାରେ କୋରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ଶୁକ୍ରବାର ୨୫ରେ ପହଞ୍ଚତ୍ଛି। ଏହି ରୋଗରେ ୮୩୦ ଜଣ ଆକ୍ରାନ୍ତ ହୋଇଛନ୍ତି। ଉହାନ ସହରରେ ଆକ୍ରନ୍ତଙ୍କ...

ଚେର୍ନୋବିଲ ନ୍ୟୁକ୍ଲିୟର ପ୍ଲାଣ୍ଟରୁ ହଟିଲେ ରୁଷୀୟ ସୈନ୍ୟ

କ୍ୱିଭ୍‌,୩୧।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୩୬ ଦିନରେ ପହଞ୍ଚିଛି। ହେଲେ ଏପର୍ଯ୍ୟନ୍ତ ୟୁକ୍ରେନ ଉପରେ ରୁଷିଆ ସୈନ୍ୟଙ୍କ ଆକ୍ରମଣ ହ୍ରାସ...

ବିଶ୍ୱରେ ସବୁଠାରୁ ଅଧିକ ବର୍ଷ ବଞ୍ଚିଥିବା ଯୋଡ଼ା-ଶରୀର ଭାଇଙ୍କ ମୃତ୍ୟୁ

ଓ୍ବାଶିଂଟନ, ୭।୭- ବିଶ୍ୱରେ ସବୁଠାରୁ ଅଧିକ ବର୍ଷ ବଞ୍ଚିଥିବା ଯୋଡ଼ା-ଶରୀର ଭାଇ ରୋନି ଓ ଡୋନି ଗେଲୟନ ଆଉ ନାହାନ୍ତି। ୬୮ ବର୍ଷ ବୟସରେ ଏହି...

ଗାଈକୁ ବାଡ଼ାଉଥିଲେ ବ୍ୟକ୍ତି: ବାଛୁରୀ ଦେଲା ପାନେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡ଼ିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଥିବା ଦେଖିବାକୁ ମିଳୁଛି । ଟୁଇଟରରେ ଏବେ ଏକ ଭିଡିଓ...

କ୍ଷୀରରୁ ତିଆରି ହେଉଛି ଭୋଡ୍‌କା

ଗହମ, ଅଙ୍ଗୁର ଓ କିସ୍‌ମିସ୍‌ରୁ ମଦ ତିଆରି ହୋଇଥାଏ। ହେଲେ କ୍ଷୀରରୁ ମଦ ତିଆରି ହେବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବେ। କାରଣ...

Advertisement
Archives

Model This Week