Posted inଖେଳ

ଗୋଲ୍ଡେନ ବୟଙ୍କ ଉପରେ ଟଙ୍କା ବର୍ଷା

ନୂଆଦିଲ୍ଲୀ,୭।୮: ଭାରତ ପାଇଁ ଅଲିମ୍ପିକ୍ସରେ ପ୍ରଥମ ଟ୍ରାକ ଓ ଫିଲ୍ଡ ଆଥ୍‌ଲେଟ ଭାବେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରଜ ଚୋପ୍ରା। ଏଭଳି ସଫଳତା ପରେ ଗୋଲ୍ଡେନ ବୟଙ୍କ ଉପରେ ଟଙ୍କା ବର୍ଷା ହେଉଛି। ହରିୟାଣା ସରକାର ସ୍ବର୍ଣ୍ଣ ପଦକଧାରୀ ନୀରଜଙ୍କୁ ୬ କୋଟି ଟଙ୍କାର ପୁରସ୍କାର ରାଶି ଦେବାକୁ ଘୋଷଣା କରିଛନ୍ତି। ସେହିଭଳି ପାନିପଥକୁ ଫେରିଲା ପରେ ନୀରଜଙ୍କୁ ପୁରସ୍କାର ଭାବେ ନୂଆ ଏକ୍ସୟୁଭି ୭୦୦ ଗାଡ଼ି ଦେବା ଲାଗି ଘୋଷଣା କରିଛନ୍ତି ଆନନ୍ଦ ମହିନ୍ଦ୍ରା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡକୁ ମିଳିଲା ନୂଆ ହିରୋ

ବର୍ମିଂହାମ,୧୪।୭: ସାମ୍ନାରେ ଥାଏ ୩୩୨ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟ। ତା’ ସାଙ୍ଗକୁ ହାସନ ଅଲି, ହାରିସ ରଫ ଓ ଶାହିନ ଆଫ୍ରିଦୀଙ୍କ ଭଳି ଘାତକ...

‘ପୁଅରେ, ତୁ ଏବେ ଯାଏ ମୋ ରାଗ ଦେଖିନାହୁଁ’: ଖରାପ ବଲ୍‌ ଫିଙ୍ଗିବାକୁ ନେଇ ଏହି ଖେଳାଳିଙ୍କ ଉପରେ ରାଗି ଯାଇଥିଲେ ଧୋନୀ

ନୂଆଦିଲ୍ଲୀ,୧୭।୯: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ତାଙ୍କର ଶାନ୍ତ ସ୍ବଭାବ ପାଇଁ ସମସ୍ତେ ଜାଣନ୍ତି। ଏହାକୁ ନେଇ ତାଙ୍କୁ କ୍ୟାପଟେନ୍‌...

ଷ୍ଟିଭ ସ୍ମିଥଙ୍କୁ ଛାଡ଼ିପାରେ ରାଜସ୍ଥାନ ରୟାଲ୍ସ

ନୂଆଦିଲ୍ଲୀ,୧୨ା୧- ଆଇପିଏଲ ଦଳ ରାଜସ୍ଥାନ ରୟାଲ୍ସ ତା’ର ଅଧିନାୟକ ଷ୍ଟିଭ ସ୍ମିଥଙ୍କୁ ଛାଡ଼ିବାକୁ ଚିନ୍ତା କରୁଛି। ଏ ନେଇ ଆସନ୍ତା ସପ୍ତାହରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।...

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ

ପୋର୍ଟ ଅଫ୍‌ ସ୍ପେନ୍‌, ୧୪।୮(ପି.ଟି.)- ଭାରତ ଓ ଘରୋଇ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ବୁଧବାର ତୃତୀୟ ତଥା ଅନ୍ତିମ ଦିନିକିଆ ଖେଳାଯିବ। ସ୍ଥାନୀୟ କୁଇନ୍ସ ପାର୍କ ଓଭାଲ...

ପେରେରା ଶ୍ରୀଲଙ୍କା ଦିନିକିଆ ଅଧିନାୟକ

କଲମ୍ବୋ, ୧୩।୫(ପି.ଟି.)- ଉଇକେଟ କିପର ବ୍ୟାଟ୍ସମ୍ୟାନ କୁଶାଲ ପେରେରା ଶ୍ରୀଲଙ୍କା ଏକଦିବସୀୟ କ୍ରିକେଟ ଦଳର ଅଧିନାୟକ ନିଯୁକ୍ତ ହୋଇଛନ୍ତି। ଦିମୁଥ କରୁଣାରନେତ୍ଙ୍କ ସ୍ଥାନରେ ପେରେରାଙ୍କୁ ଏହି...

ନ୍ୟୁଜିଲାଣ୍ଡଠାରୁ ହାରିଗଲା ଭାରତ

ଖ୍ରୀଷ୍ଟଚର୍ଚ୍ଚ,୧୦।୨:ଆଇସିସି ମହିଳା ବିଶ୍ୱକପ ୨୦୨୨ର ଦ୍ୱିତୀୟ ମ୍ୟାଚରେ ଆୟୋଜକ ନ୍ୟୁଜିଲାଣ୍ଡ ହାତରୁ ଭାରତ ୬୨ ରନର ପରାଜୟର ସମ୍ମୁଖୀନ ହୋଇଛି। ଅଧିନାୟିକା ମିତାଲି ରାଜ ଟସ...

ପୂର୍ବତନ ଫୁଟବଲ ଖେଳାଳିଙ୍କୁ ସରକାରଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର, ୯।୧(କ୍ରୀଡ଼ା ପ୍ରତିନିଧି)-ରାଜ୍ୟର ପୂର୍ବତନ ଫୁଟବଲ ଖେଳାଳିମାନେ ଆଗକୁ ବଢ଼ିବାପାଇଁ ଆସିଛି ସୁବର୍ଣ୍ଣ ସୁଯୋଗ। ପ୍ରୋତ୍ସାହନ ସ୍ବରୂପ ଓଡ଼ିଶାରେ ଫୁଟବଲ ରେଫରିଙ୍କ ସଂଖ୍ୟା ବୃଦ୍ଧିସହ ସେମାନଙ୍କ...

ଟି୨୦ କ୍ରିକେଟ: ଇଂଲଣ୍ଡକୁ ହରାଇଲା ପାକିସ୍ତାନ

ନଟିଂହାମ୍‌, ୧୮ା୭ (ଏପି)-ବାବର ଆଜାମ ଓ ମହମ୍ମଦ ରିଜଓ୍ବାନ ପ୍ରଥମ ଉଇକେଟରେ ୧୫ ଓଭରରେ ୧୫୦ ରନ ଯୋଗ କରିବାରୁ ସ୍ଥାନୀୟ ଟେଣ୍ଟବ୍ରିଜ୍‌ଠାରେ ଅନୁଷ୍ଠିତ ପ୍ରଥମ...

Advertisement
Archives

Model This Week