Posted inଫୁରସତ

ଏ ହେଉଛି Money tree, ଏକମାତ୍ର ଗଛ ଯେଉଁଠାରେ ଫଳୁଛି ଟଙ୍କା !

କିଛି ଲୋକ କଥା କଥାରେ କହିଦିଅନ୍ତି ‘ଟଙ୍କା କ’ଣ ଗଛରେ ଫଳୁଛି ନା କ’ଣ’। ଆଜି ଆମେ ଆପଣଙ୍କୁ ଦୁନିଆର ନିଆରା ଗଛ ବିଷୟରେ କହିବୁ, ଯେଉଁଥିରେ ଟଙ୍କା ଫଳିଥାଏ। ବିଶ୍ୱାସ ନ ହେଲେ ବି କଥାଟି ସତ।

ଇଂଲଣ୍ଡରେ ୧୭୦୦ ବର୍ଷ ପୁରୁଣା ଏକ ଗଛ ରହିଛି। ଏହାର ଦେହ ସାରା ଭଳିକି ଭଳି ଟଙ୍କା ଲାଗିଥିବା ନଜର ଆସିବ। ତେବେ ଏହା ଫଳିଥିବା ଭଳି ନଜର ଆସୁଥିଲେ ହେଁ ଲୋକେ ଏହାକୁ ଲଗାଇଥିବା କୁହାଯାଏ।

ଆସ୍ଥାର ସହ ଲୋକେ ଏହି ବୃକ୍ଷକୁ ଲଗାଇଛନ୍ତି। ଏହି ଗଛରେ ଟଙ୍କା ଲଗାଇବା ଦ୍ୱାରା ସୁଖ ସମୃଦ୍ଧି ବୃଦ୍ଧି ପାଇଥାଏ। ଅନେକ ଏଠାରେ ଦୈବିକ ଶକ୍ତି ବାସ କରୁଥିବା କହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri