ଦୁବାଇରୁ ଆସୁଥିଲା ଟଙ୍କା

କଟକ ଅଫିସ,୨୧।୯: ବାଲେଶ୍ୱର ଚାନ୍ଦିପୁରରୁ ଆଇଟିଆର ତଥ୍ୟ ଲିକ ମାମଲାରେ ୫ ଜଣ ଗିରଫ ହୋଇଥିଲେ। ତେବେ ସେମାନଙ୍କଠାରୁ ପ୍ରତିଦିନ ସାଂଘାତିକ ତଥ୍ୟ ସାମ୍ନାକୁ ଆସୁଛି। ଗିରଫ ଅଭିଯୁକ୍ତଙ୍କ ଭିତରୁ ଜଣଙ୍କ ଆକାଉଣ୍ଟକୁ ଦୁବାଇରୁ ଟଙ୍କା ଆସିଛି। ୨ଟି କିସ୍ତିରେ ମୋଟ ୩୮ ହଜାର ଟଙ୍କା ଆସିଥିବା କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନାଦେଇଛନ୍ତି।
ସେ କହିଛନ୍ତି, ଅଭିଯୁକ୍ତମାନଙ୍କ ମୋବାଇଲ ଓ ଆକାଉଣ୍ଟ ନମ୍ବର ଯାଞ୍ଚ କରାଯାଉଛି। ଅନ୍ୟମାନଙ୍କ ଆକାଉଣ୍ଟକୁ ଟଙ୍କା ଆସିଛି କି ନାହିଁ ଜେରା ଚାଲିଛି। ଅଭିଯୁକ୍ତମାନଙ୍କ ସହ ଜଣେ ମହିଳା ସୋସିଆଲ ମିଡିଆରେ ଚାଟିଂ କରୁଥିଲେ। ସମ୍ପୃକ୍ତ ମହିଳା ଜଣକ ୟୁକେର ଏକ ଟେଲିଫୋନ ନମ୍ବର ବ୍ୟବହାର କରୁଥିଲେ। କେଉଁ କେଉଁ ତଥ୍ୟ ଲିକ୍‌ ହୋଇଛି ଏବଂ ତାର ଗୁରୁତ୍ୱ କଣ, ସେସବୁର ତର୍ଜମା ପାଇଁ ଏୟାରଫୋର୍ସର ଏକ ୩ ଜଣିଆ ଟିମ କ୍ରାଇମବ୍ରାଞ୍ଚକୁ ତଦନ୍ତରେ ସହଯୋଗ କରୁଛି। ଏୟାର ଫୋର୍ସର ଏକ ଟିମ ଜେରାରେ ସାମିଲ ଅଛନ୍ତି ବୋଲି ପଣ୍ଡା କହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?