ଏକାଉଣ୍ଟରୁ କଟିଗଲା ଟଙ୍କା: ଯୁବକ ଭାଙ୍ଗିଦେଲା ଏଟିଏମ୍

ଆନନ୍ଦପୁର, ୧।୪ (ସୁଶାନ୍ତ କୁମାର ସାହୁ): ଆନନ୍ଦପୁର ଉପଖଣ୍ଡ ଘସିପୁରା ଷ୍ଟେଟ ବ୍ୟଙ୍କ ଏଟିଏମ୍ ଭାଙ୍ଗି ଚୁର୍ ମାର କରିଦେଲେ ଯୂବକ l ଘଷିପୁରା ଥାନା ସାମ୍ନାରେ ଥିବା ଷ୍ଟେଟ୍ ବ୍ୟାଙ୍କ ଘଷିପୁରା ଶାଖାର ଏଟିଏମ୍ କୁ ଗୋଇଠା ମାରି ଭାଙ୍ଗି ଦେଇଛି ଜଣେ ଯୁବକ ା ଖବରପାଇ ଘସିପୁରା ପୋଲିସ୍ ପହଁଞ୍ଚିବାପରେ ଯୁବକ ଜଣଙ୍କୁ କାବୁ କରି ଥାନାରେ ଅଟକ ରଖିଛି ା ଖବରରୁ ଜଣାପଡିଛି ଯୁବକ ଜଣଙ୍କ ଘର ଘଷିପୁରା ଥାନା ତାଳଗାଁର ସଞ୍ଜୟ ପାତ୍ର ବୋଲି l

ତେବେ ସେ ମଙ୍ଗଳବାର କିଛି ଟଙ୍କା ଉଠାଇବାକୁ ଷ୍ଟେଟ ବ୍ୟଙ୍କ ଏଟିଏମ’କୁ ଯାଇଥିଲେ ତାଙ୍କର କୌଣସି କାରଣରୁ ସେଭିଙ୍ଗ ବ୍ୟାଙ୍କ ଆକାଉଣ୍ଟରୁ ୧୧୦ ଟଙ୍କା କଟିଯାଇଥିଲା ା ସେହି ରାଗରେ ସେ ଆଜି ଏଟିଏମ ଭାଙ୍ଗି ଥିବା ପୋଲିସ୍ ନିକଟରେ କହିଛି ା ତେବେ ସଞ୍ଜୟ ଜଣେ ମାନସିକ ରୋଗି ହୋଇଥିବା ପୋଲିସ୍ ସନ୍ଦେହ କରିଛି ା


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?