ଖାଦ୍ୟ ଅନ୍ବେଷଣରେ ମଙ୍ଗୋଲିଆ ପକ୍ଷୀ

ଗଞ୍ଜାମ,୪ା୨(ଡି.ଏନ୍‌.ଏ.): ପ୍ରତିବର୍ଷ ଶୀତଋତୁ ଆସିଲେ ଗଞ୍ଜାମ ଋଷିକୂଲ୍ୟା ମୁହାଣଠାରେ ବିଭିନ୍ନ ପକ୍ଷୀଙ୍କ ସମାଗମ ହେଉଥିବା ଦେଖିବାକୁ ମିଳିଥାଏ। ସେଥିମଧ୍ୟରୁ ମଙ୍ଗୋଲିଆ ପକ୍ଷୀ ଅନ୍ୟତମ। ଏହି ପକ୍ଷୀମାନେ ଖାଦ୍ୟ ଅନ୍ବେଷଣରେ ବାହାରି ନଦୀ କିମ୍ବା ନାଳରେ ହଜାର ହଜାର ସଂଖ୍ୟାରେ ରୁଣ୍ଡ ହୋଇଥାନ୍ତି। ଏବେ କିନ୍ତୁ ଉକ୍ତ ପକ୍ଷୀମାନେ ନଦୀନାଳ ଛାଡ଼ି ବିଭିନ୍ନ ଶସ୍ୟକ୍ଷେତରେ ଦେଖିବାକୁ ମିଳୁଛନ୍ତି। ଶସ୍ୟକ୍ଷେତରୁ ଧାନ, ମୁଗ, ବିରି, ମାଣ୍ଡିଆ ଆଦି ଅମଳ କରି ନିଆଯିବା ପରେ ଜମିରେ ଝଡ଼ିପଡ଼ି ଥିବା ଶସ୍ୟକୁ ଆହାର ଭାବେ ବାଛି ନେଇଛନ୍ତି। ସକାଳେ ଖାଦ୍ୟ ଖାଇ ସନ୍ଧ୍ୟା ପୂର୍ବରୁ ଦଳ ଦଳ ହୋଇ ନିଜ ଗନ୍ତବ୍ୟସ୍ଥଳକୁ ଉଡ଼ିଯାଆନ୍ତି ବୋଲି ପରିବେଶବିତ୍‌ମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାନା ଚିନ୍ତାରେ ଦୁଗ୍ଧଚାଷୀ

ଛେଣ୍ଡିପଦା,୧୭।୬: ଉତ୍ପାଦିତ ଦୁଗ୍ଧ ନେଉଥିଲା ଓମଫେଡ୍‌। ପ୍ରତି ୧୦ ଦିନରେ ବ୍ୟାଙ୍କ ଖାତାକୁ ଆସୁଥିଲା ଅର୍ଥ। ତେଣୁ ଋଣ ଶୁଝିବା ଓ ଗାଈ ପାଇଁ ଦାନା କିଣିବାରେ...

ଶିଶୁପୁତ୍ରକୁ ଯୌନ ନିର୍ଯାତନା, ଉତ୍ତର ପ୍ରଦେଶର ଜଣେ ଗିରଫ

ବଲାଙ୍ଗୀର ଅଫିସ, ୯।୧: ବଲାଙ୍ଗୀର ସହରରେ ଉତ୍ତର ପ୍ରଦେଶର ଜଣେ ଯୁବକ ଭଡ଼ା ରହୁଥିଲେ। ସେ ଭଡାରେ ରହୁଥିବା ମାଲିକଙ୍କ ୩ ବର୍ଷର ଶିଶୁପୁତ୍ରକୁ ଅପ୍ରାକୃତିକ...

ଗୁମର ଖୋଲି ସର୍ତ୍ତରେ ଆସିଲେ ଡେଭିଡ୍‌

ଭୁବନେଶ୍ୱର,୮।୧୨(ବ୍ୟୁରୋ): ଟାଟା ମୋଟର୍ସ କମ୍ପାନୀରେ ଚାକିରି ଦେବା ଆଳରେ ଠକେଇ କରି ଜେଲ ଯାଇଥିବା ଆକାଶ ପାଠକଙ୍କ ବ୍ୟକ୍ତିଗତ ସହାୟକ ଡେଭିଡ୍‌ ପିଟରଙ୍କୁ କ୍ରାଇବ୍ରାଞ୍ଚ ଟିମ୍‌...

୫୩ ନଂ. ଜାତୀୟ ରାଜପଥରେ ଗର୍ତ୍ତ

ସରଣ୍ଡା, ୨।୭(ଡି.ଏନ୍‌.ଏ.)- ବରଗଡ-ସମ୍ବଲପୁର ୫୩ନଂ ଜାତୀୟ ରାଜପଥର ସରଣ୍ଡା ମନ୍ଦିର ଛକ ରାସ୍ତାରେ ମଙ୍ଗଳବାର ମଧ୍ୟାହ୍ନରେ ଏକ ଗର୍ତ୍ତ ସୃଷ୍ଟି ହୋଇଛି। ଏହା ୨ ଫୁଟ...

୧୮ତମ ପ୍ରତିଷ୍ଠା ଦିବସ ପାଳନ କଲେ ମାଓବାଦୀ, ନାଚଗୀତରେ ଝୁମିଲେ

ମାଲକାନଗିରି,୨୬ା୯(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ବିଜାପୁର ଜିଲାରେ ଏକଜୁଟ୍‌ ହୋଇ ୧୮ତମ ପ୍ରତିଷ୍ଠା ଦିବସ ପାଳନ କରିଛନ୍ତି ମାଓବାଦୀ। ପ୍ରତିବର୍ଷ ସେପ୍ଟେମ୍ବର ୨୧ରୁ ୨୭ ପର୍ଯ୍ୟନ୍ତ ମାଓବାଦୀମାନେ...

ପତ୍ନୀଙ୍କୁ ନିର୍ଯ୍ୟାତନା, ହତ୍ୟା ଅଭିଯୋଗ: ଜେଲ୍‌ ଗଲେ ଦୁଇ ସ୍ବାମୀ

ଛତ୍ରପୁର,୩।୭(ଡି.ଏନ୍‌.ଏ.): ଛତ୍ରପୁର ଥାନା ପୋଲିସ ଦୁଇଟି ପୃଥକ ପୃଥକ ପତ୍ନୀଙ୍କୁ ହତ୍ୟା ଅଭିଯୋଗ ମାମଲାରେ ଦୁଇ ସ୍ବାମୀଙ୍କୁୁ ଗିରଫ କରି କୋର୍ଟ ଚାଲାଣ କରିଛି। ଛତ୍ରପୁର...

ହଷ୍ଟେଲ ଖାଦ୍ୟଖାଇ ୪୭ ଛାତ୍ରୀଛାତ୍ର ଅସୁସ୍ଥ

ପାଟଣାଗଡ଼, ୨୧ା୮(ପ୍ରହଲ୍ଲାଦ ପାଢ଼ୀ): ବଲାଙ୍ଗୀର ଜିଲା ପାଟଣାଗଡ ସହର ଉପକଣ୍ଠ ରାମପାଲିଠାରେ ଥିବା ଅନ୍ବେଷା ହଷ୍ଟେଲର ୪୭ଜଣ ଛାତ୍ରୀଛାତ୍ର ସୋମବାର ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ...

ପୋଖରୀରେ ବୁଡି ଯୁବକଙ୍କ ଜୀବନଗଲା

ଦିଗପହଣ୍ଡି,୩୦।୯(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଆଠ ଗଡ଼ିଆ ସାହିର ବି.ଦିନବନ୍ଧୁ ନାମକ ଜଣେ ଯୁବକ ପୋଖରୀରେ ବୁଡ଼ିଯାଇ ମୃତ୍ୟୁବରଣ କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ୧୦...

Advertisement
Archives

Model This Week