Posted inଫୁରସତ

ଫଟୋଶୁଟ୍‌ କରୁଥିବା ବେଳେ ବ୍ୟକ୍ତିଙ୍କ ମୁଣ୍ଡରେ ଚଢ଼ିଗଲା ନେଉଳ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଜଣେ ବ୍ୟକ୍ତି ଫଟୋଶୁଟ୍‌ କରୁଥିବା ବେଳେ ନେଉଳଟି ତାଙ୍କ ମୁଣ୍ଡରେ ଚଢ଼ିଯାଇଥିବା ଦେଖିବାକୁ ମିଳିଛି। ପରେ ସେ ତାଙ୍କ କ୍ୟାମେରା ଉପରକୁ ଡେଉଁଛି।
ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କବକ ସଂକ୍ରମଣରୁ ସୁରକ୍ଷିତ କୁମ୍ଭୀର: ଡିଫେନସିନ୍ସ ପ୍ରୋଟିନରୁ ମଣିଷ ପାଇଁ ବିକଶିତ ହେବ ଔଷଧ…

ମେଲବୋର୍ନ,୧୨।୩ : ବିଭିନ୍ନ ପ୍ରଜାତିର କୁମ୍ଭୀର ପୃଥିବୀରେ ଲକ୍ଷ ଲକ୍ଷ ବର୍ଷ ଧରି ବାସ କରିଆସୁଛନ୍ତି ଏବଂ ଏହି ଯାତ୍ରାରେ ସେମାନେ ଏକ ବିଶେଷ ଉପାୟରେ...

ଗୋ ସୁରକ୍ଷା ଚିନ୍ତା

ଦିନକୁ ଦିନ ଗାଁରୁ ଗୋ-ସମ୍ପଦ କମିବାରେ ଲାଗିଛି। ଆଗପରି ଆଉ ଘରେ ଘରେ ଗୋରୁ ପାଳିବା ଦେଖିବାକୁ ମିଳୁନି। ମାତ୍ର ଦିନଥିଲା ଦେଶର ଅର୍ଥନୈତିକ ବିକାଶରେ...

ବିଶ୍ୱ ନାଗରିକ ସୁରକ୍ଷା ଦିବସ

ବିଶ୍ୱର ନାଗରିକଙ୍କ ସୁରକ୍ଷା ଅତ୍ୟାବଶ୍ୟକ। ନାଗରିକଙ୍କ ସୁରକ୍ଷା ଦ୍ୱାରା ବିକାଶର ମାର୍ଗ ପ୍ରଶସ୍ତ ହୋଇଥାଏ। ତେଣୁ ଏନେଇ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ମାର୍ଚ୍ଚ ୧...

ଫେସ୍‌ବୁକରୁ ହେଲା ପ୍ରେମ; ସ୍ବାମୀକୁ ଛାଡ଼ି ପ୍ରେମିକ ସହ ପଳାଇଲା ସ୍ତ୍ରୀ

ହରିଦ୍ୱାର, ୧୨।୧୦: ଫେସ୍‌ବୁକରେ ପ୍ରେମ ବଢ଼ିବାରେ ଲାଗିବା ପରେ ଜଣେ ମହିଳା ତାଙ୍କ ସ୍ବାମୀଙ୍କୁ ଛାଡ଼ି ପ୍ରେମିକ ସହ ଫେରାର୍‌ ହୋଇଯାଇଥିଲେ। ଶେଷରେ ସ୍ବାମୀ ନିଜ...

କଇଁଛକୁ ଆକ୍ରମଣ କରି ଯୁବକ ଜେଲ ଗଲେ

ଓ୍ବାଶିଂଟନ୍‌: ନିଶା ମଣିଷର ସବୁଠାରୁ ବଡ଼ ଶତ୍ରୁ। ଯେତେବେଳେ ସେ ନିଶାରେ ଥା’ନ୍ତି, ସେତେବେଳେ କିଛି ଅଜବ କାମ କରିଥା’ନ୍ତି। ତାହା ମଜାଳିଆ ଏବଂ ଆଶ୍ଚର୍ଯ୍ୟ...

ଜଙ୍ଗଲରେ ବାଘ-ଭାଲୁଙ୍କ ଜୋରଦାର ଲଢ଼େଇ, ଶେଷରେ ଜିତିଲା…

ଅନେକ ପ୍ରାଣୀ ଜଙ୍ଗଲରେ ରୁହନ୍ତି। ସେମାନଙ୍କ ମଧ୍ୟରୁ ବାଘ ସବୁଠୁ ଭୟଙ୍କର। ସମ୍ପ୍ରତି ସୋସିଆଲ ମିଡିଆରେ ଏକ ଭିଡିଓ ସାମ୍ନାକୁ ଆସିଛି, ଯାହାକୁ ଦେଖିଲେ ଆଶ୍ଚର୍ଯ୍ୟ...

ଦୁଇଦିନ ପାଇଁ ଶାଶୁଙ୍କ ବୟଫ୍ରେଣ୍ଡ ହେବାକୁ ବିଜ୍ଞାପନ ଦେଲେ ବୋହୂ, କହିଲେ ମିଳିବ…

ଟଙ୍କା ଦେଲେ ଅନେକ କିଛି ମିଳିଥାଏ। ମାତ୍ର ନ୍ୟୁୟର୍କରେ ଜଣେ ମହିଳା ନିଜ ଶାଶୁଙ୍କ ପାଇଁ ଏମିତି ବିଜ୍ଞାପନ ଦେଇଛନ୍ତି, ଯାହା ସୋସିଆଲ ମିଡିଆରେ ଖୁବ୍‌...

୨୫ ବର୍ଷ ପଛକୁ ଘୁଞ୍ଚିବ ବୟସ

ଜେରୁଜେଲମ୍‌,୨୬ା୧୧: ଗଡ଼ିଗଲା ସମୟ କେବେ ଫେରେନାହିଁ କି ଢଳିଯାଇଥିବା ବୟସ ପଛକୁ ଘୁଞ୍ଚେନାହିଁ। କିନ୍ତୁ ଏହି ଅସମ୍ଭବକୁ ସମ୍ଭବ କରିଦେଖାଇଛନ୍ତି ଇସ୍ରାଏଲ୍‌ର ବୈଜ୍ଞାନିକମାନେ। ସେମାନେ ଏପରି...

Advertisement
Archives

Model This Week