Posted inଜାତୀୟ

ଅଲିମ୍ପିକ୍ସରେ ଇତିହାସ ରଚିଲେ ମୋନିକା ବାତ୍ରା

ପ୍ୟାରିସ,୩୦।୭: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଟେବୁଲ ଟେନିସ୍‌ ଖେଳାଳି ମୋନିକା ବାତ୍ରା ଟେବୁଲ ଟେନିସରେ ଇତିହାସ ସୃଷ୍ଟି କରିଛନ୍ତି। ୩୨ର ରାଉଣ୍ଡରେ ମୋନିକା ଫ୍ରେଞ୍ଚ ପ୍ୟାଡଲର ପ୍ରୀତିକା ପାୱାଡେଙ୍କ ସହ ମୁହାଁମୁହିଁ ହୋଇଥିଲେ। ମୋନିକା ପାୱାଡେଙ୍କୁ କ୍ଲିନ୍‌ସୁଇପ୍‌ କରିଥିଲେ। ଏହା ପରେ ସେ ୧୬ ରାଉଣ୍ଡରେ ନିଜର ସ୍ଥାନ ନିଶ୍ଚିତ କରିଥିଲେ। ମୋନିକା ବାତ୍ରା ହେଉଛନ୍ତି ପ୍ରଥମ ଭାରତୀୟ ଟେବୁଲ ଟେନିସ ଖେଳାଳି ଯିଏକି ଅଲିମ୍ପିକ୍ସରେ ୧୬ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଏହି ବିଜୟରେ ଏକ ବିଶେଷ କଥା ହେଲା ଯେ ମୋନିକା ବିଶ୍ୱ ର଼୍ୟାଙ୍କିଙ୍ଗରେ ୨୮ତମ ସ୍ଥାନରେ ଅଛନ୍ତି ଏବଂ ର଼୍ୟାଙ୍କିଙ୍ଗରେ ମୋନିକାଙ୍କଠାରୁ ଦଶଟି ଉପରେ ଅଛନ୍ତି ପ୍ରୀତିକା ପାୱାଡେ।
ଏହାପୂର୍ବରୁ, କୌଣସି ଭାରତୀୟ ମହିଳା ଟେବୁଲ ଟେନିସ ଖେଳାଳି ଅଲିମ୍ପିକ୍ସରେ ୩୨ ରାଉଣ୍ଡରୁ ଅଧିକ ଯାଇପାରି ନ ଥିଲେ। ମୋନିକା ମଧ୍ୟ ଏହି ରେକର୍ଡ ଭାଙ୍ଗିଛନ୍ତି। ଉଲ୍ଲେଖଥାଉ କି, ଟୋକିଓ ଅଲିମ୍ପିକ୍ସରେ ପୁରୁଷ ସିଙ୍ଗଲ୍ସରେ ଶରତ କମଲ ୩୨ ରାଉଣ୍ଡରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri