ଅଣ୍ଡରଓ୍ବାଲର୍‌ଡଙ୍କ ପ୍ରେମରେ ପଡି କ୍ୟାରିୟର୍‌ ବରବାଦ୍‌ କରିଦେଇଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୋନିକା ବେଦି ଆଜି ତାଙ୍କର ୪୬ ତମ ଜନ୍ମଦିନ ପାଳନ କରୁଛନ୍ତି। ମୋନିକା ବଲିଉଡ୍‌ ଇଣ୍ଡଷ୍ଟ୍ରିର ସବୁଠାରୁ ଦାମୀ ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ ଥିଲେ। ମୋନିକା ତାଙ୍କ କ୍ୟାରିୟରର ଉଚ୍ଚତାକୁ ସ୍ପର୍ଶ କରୁଥିଲେ, ସେତେବେଳେ ତାଙ୍କ ଜୀବନରେ କେହି ଜଣେ ଆସିଥିଲେ ଯିଏ ତାଙ୍କ ଜୀବନକୁ ବଦଳାଇ ଦେଇଥିଲେ। ଏହି ବ୍ୟକ୍ତି ଜଣଙ୍କ ଥିଲେ ଅଣ୍ଡରୱାଲର୍‌ଡ ଡନ ଆବୁ ସାଲେମ ଥିଲେ। ଏକଦା ଆବୁ ସାଲେମଙ୍କ ସହ ମୋନିକା ବେଦୀଙ୍କ ପ୍ରେମ କାହାଣୀ ସବୁଆଡେ ଚର୍ଚ୍ଚାରେ ଥିଲା। ୧୯୯୮ରେ ପ୍ରଥମ ଆବୁଙ୍କୁ ଦୁବାଇରେ ଏକ ଷ୍ଟେଜ୍‌ ଶୋ’ କାର୍ଯ୍ୟକ୍ରମରେ ଭେଟିଥିଲେ ମୋନିକା। ପ୍ରଥମ ଭେଟରେ ନିଜକୁ ଜଣେ ବ୍ୟବସାୟୀ କହି ପରିଚିତ କରାଇଥିଲେ ଆବୁ ସାଲେମ। ଏହାପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ଏହାପରେ ଆବୁଙ୍କ ପାଇଁ ପୂରା ପାଗଳ ଥିଲେ ମୋନିକା। ତାଙ୍କୁ ଭେଟିବା ପାଇଁ ଦୁବାଇ ମଧ୍ୟ ଯାଉଥିଲେ। ଆବୁଙ୍କୁ ମୁମ୍ବାଇ ଆସିବାକୁ ଯେତେ କହୁଥିଲେ ମଧ୍ୟ ସେ ବାହାନା ଦେଖାଉଥିଲେ। ସେ ଅର୍ସଲାନ ଅଲ୍ଲୀ ଭାବରେ ନିଜର ପରିଚୟ ଦେଉଥିଲେ ବୋଲି ମୋନିକା ଏକ ସାକ୍ଷାତକାରରେ କହିଥିଲେ। ଡିସେମ୍ପର ୧୮, ୨୦୦୨ରେ ପର୍ତ୍ତୁଗାଲରେ ଗିରଫ ହେବା ପରେ ତାଙ୍କର ରୂପ ସାମ୍ନାକୁ ଆସିଥିଲା ବୋଲି ମୋନିକା କହିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ପୁଇଁହେବା ବେଳେ ବୃଦ୍ଧାଙ୍କ ଦେହରେ ଲାଗିଲା ନିଆଁ

ଆନନ୍ଦପୁର ୧୧।୨(ସୁଶାନ୍ତ କୁମାର ସାହୁ): ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ପୁଇଁବା ବେଳେ ପୋଡିହୋଇ ବୃଦ୍ଧା ଜଣକ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

ଓଡ଼ିଆ ପୁଅଙ୍କୁ ମିଳିଲା ବଡ଼ ସଫଳତା: ଜିତିଲେ ସ୍ବର୍ଣ୍ଣ

ଭୁବନେଶ୍ୱର,୧୧।୨: ଏସିଆ ପାସିଫିକ୍‌ ଡାଉନ ସିଣ୍ଡ୍ରୋମ୍‌ ଗେମ୍ସ ଚେନ୍ନାଇର ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଆ ପୁଅ ଜୟଜୀବନ ପାଣିି(୧୧)ଙ୍କୁ ମିଳିଛି ବଡ଼ ସଫଳତା। ଜୟଜୀବନ…

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri