Posted inଫୁରସତ

ଥାନାରେ ମାଙ୍କଡ: କଲା ଏମିତି କିଛି, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବାବେଳେ କେତେକ ଭାବପ୍ରବଣ କରିଦିଏ। ବର୍ତ୍ତମାନ ଏକ ମାଙ୍କଡ ଥାନା ଅଧିକାରୀଙ୍କ କାନ୍ଧ ଉପରେ ବସି ତାଙ୍କ ଚୁଟିରୁ ଉଁକୁଣି ବାଛୁଥିବା ଭିଡିଓ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଦେଖାଯାଇଛି, ଥାନା ଭିତରେ ଥାନା ଅଧିକାରୀ ଜଣକ ତାଙ୍କ ଚେୟାର ଉପରେ ବସି କାର୍ଯ୍ୟ କରୁଛନ୍ତି। ସେହି ସମୟରେ ଏକ ପାତି ମାଙ୍କଡ ତାଙ୍କ କାନ୍ଧ ଉପରେ ବସି ୨ ହାତରେ ଥାନା ଅଧିକାରୀଙ୍କ ମୁଣ୍ଡରୁ ଉଁକୁଣି ବାଛୁଥିବା ଦେଖାଯାଇଛି। ଆଇଏଫଏସ୍‌ ସୁଶାନ୍ତ ନନ୍ଦ ଉକ୍ତ ଭିଡିଓକୁ ନିଜ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି। ସେ କ୍ୟାପସନରେ ଲେଖିଛନ୍ତି, ମାଲିକର ମାଲିକ। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଇଁଛକୁ ଗାଡ଼ି କରିଦେଲା ମିରକାଟସ୍‌, ପିଠିରେ ବସି…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

ଏଠି ପ୍ରତିବର୍ଷ ମହିଳାଙ୍କ ପାଇଁ ଆୟୋଜିତ ହୁଏ ହର୍ସ ରେସ୍‌

ବ୍ରିଟେନରେ ଏମିତି ଏକ ହର୍ସ ରେସ୍‌ ବା ଘୋଡା ଦୌଡ ଆୟୋଜନ କରାଯାଇଥାଏ ଯେଉଁଥିରେ କେବଳ ମହିଳାମାନେ ହିଁ ଭାଗ ନେଇଥାଆନ୍ତି। ଏଥିରେ ଟେଲିଭିଜନ୍‌ ଆଙ୍କର,...

ଏହି ଦେଶରେ ସୋଫା, ଚେୟାର ଫିଙ୍ଗା ଯାଇ ପାଳନ କରାଯାଏ ନବବର୍ଷ

ସାଧାରଣତଃ ଭୋଜିଭାତ, ନାଚଗୀତର ଆସରରେ ସମଗ୍ର ବିଶ୍ୱରେ ଇଂରାଜୀ ନବବର୍ଷକୁ ସ୍ବାଗତ କରାଯାଇଥାଏ। ମାତ୍ର ଦୁନିଆରେ ଏମିତି କିଛି ଦେଶ ବା ସ୍ଥାନ ଅଛି ଯେଉଁଠାରେ...

ଯୁବତୀଙ୍କ ଟଙ୍କା ଭର୍ତ୍ତି ପର୍ସ ଝାମ୍ପିନେଲା ପକ୍ଷୀ, ଆଉ ତା’ ପରେ…

ବେଳେବେଳେ ଲୋକଙ୍କ ସହ ଏମିତି କିଛି ଘଟଣା ଘଟିଥାଏ ଯାହା ସେ କେବେ ସ୍ବପ୍ନରେ ଭାବି ନ ଥିବେ। କିଛି ଘଟଣା ପାଇଁ ମଣିଷ ନିଜେ...

୨୫ ବର୍ଷ ପଛକୁ ଘୁଞ୍ଚିବ ବୟସ

ଜେରୁଜେଲମ୍‌,୨୬ା୧୧: ଗଡ଼ିଗଲା ସମୟ କେବେ ଫେରେନାହିଁ କି ଢଳିଯାଇଥିବା ବୟସ ପଛକୁ ଘୁଞ୍ଚେନାହିଁ। କିନ୍ତୁ ଏହି ଅସମ୍ଭବକୁ ସମ୍ଭବ କରିଦେଖାଇଛନ୍ତି ଇସ୍ରାଏଲ୍‌ର ବୈଜ୍ଞାନିକମାନେ। ସେମାନେ ଏପରି...

୮୭ ବର୍ଷୀୟ କରୋନା ସଂକ୍ରମିତଙ୍କୁ ଡାକ୍ତର ଦେଖାଇଲେ ସୂର୍ଯ୍ୟାସ୍ତ ଦୃଶ୍ୟ, ଫଟୋ ଭାଇରାଲ

ବେଜିଂ,୮ା୩: ଚାଇନାର ଉହାନ ସହର କରୋନା ଭାଇରସ୍‌ରେ ଅଧିକ ପ୍ରଭାବିତ। ପ୍ରାୟ ୮୦ ହଜାର ଲୋକ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ଉହାନ୍‌ ୟୁନି...

ସମାଜ ପାଇଁ ଉଦାହରଣ: ମାଗଣାରେ ଟ୍ରେନିଂ ଦେଇ ଶିକ୍ଷାର୍ଥୀଙ୍କୁ ସ୍ବାବଲମ୍ବୀ କରୁଥିବା ମଣିଷ

ସମାଜରେ ଏମିତି କେତେକ ବ୍ୟକ୍ତି ଅଛନ୍ତି, ଯେଉଁମାନେ କି ନିଜସ୍ବ ଉଦ୍ୟମରେ କିଛି ନିଆରା କାର୍ଯ୍ୟ କରିଥାନ୍ତି। ଦିନେ କି ଦୁଇଦିନ ନୁହେଁ, ଅନେକ ଦିନଧରି...

ରେକର୍ଡ କଲା ହୀରାର ପଦ୍ମଫୁଲ ପରି ମୁଦି

ସୁରଟର ଦୁଇ ଗହଣା ନିର୍ମାତା ବିଶାଳ ଓ ଖୁସ୍‌ବୁ ଅଗ୍ରଓ୍ବାଲ ଏକ ଖାସ୍‌ ଗହଣା କରି ଗିନିଜ୍‌ ଓ୍ବାର୍ଲଡ୍‌ ରେକର୍ଡରେ ସ୍ଥାନ ପାଇଛନ୍ତି। ଏହି ଗହଣାଟି...

Advertisement


Archives

Model This Week