Posted inଫୁରସତ

ଆଖି ସଫା କରୁଛି ମାଙ୍କଡ଼: ଭିଡିଓ ଦେଖିଲେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ୨ ମାଙ୍କଡ଼କୁ ଦେଖିବାକୁ ମିଳୁଛି। ଗୋଟିଏ ମାଙ୍କଡ଼ ଆଖିରେ କିଛି ଗୋଟେ ପଡ଼ିଯାଇଥିବା ବେଳେ ଆଉ ଜଣେ ପତ୍ର ସାହାଯ୍ୟରେ ତାକୁ କାଢ଼ିବାକୁ ଚେଷ୍ଟା କରୁଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ୯ ଘଣ୍ଟା ଶୋଇଲେ ମିଳିବ ୧ ଲକ୍ଷ ଟଙ୍କା! ଏହି କମ୍ପାନୀ ଦେଇଛି ଏମିତି ଅଫର

ବର୍ତ୍ତମାନ ସମୟରେ ଲୋକେ ଆବଶ୍ୟକତା ଠାରୁ ଅଧିକ କିମ୍ବା କମ୍‌ ଶୋଉଥିବା ଦେଖିବାକୁ ମିଳୁଛି। ଏପରି ସ୍ଥତିରେ ଶୋଇବା ଏକ କଷ୍ଟକର ଜିନିଷରେ ପରିଣତ ହେଉଛି।...

ହନୁମାନଙ୍କ ଭ୍ରମ ହେଲା ଦୂର

ଯୁଦ୍ଧକ୍ଷେତ୍ରରେ ମେଘନାଦର ‘ବୀରଘାତିନୀ’ ବାଣ ଆଘାତରେ ଲକ୍ଷ୍ମଣ ମୂର୍ଚ୍ଛିତ ହୋଇଗଲେ l ଲଙ୍କାରୁ ସୁଷେଣ ବୈଦ୍ୟଙ୍କୁ ଅଣାଗଲା l ଜଡିବୁଟିର ନାଁ ଏବଂ ତାହା କେଉଁ...

ଜାଣନ୍ତି ସିଂହମାନେ କାହିଁକି ଗୋଷ୍ଠୀ ହୋଇ ରୁହନ୍ତି

ସିଂହକୁ ‘ଜଙ୍ଗଲର ରାଜା’ କୁହାଯାଏ। କିନ୍ତୁ ଜାଣନ୍ତି କି ଜଙ୍ଗଲର ରାଜା ହୋଇ ମଧ୍ୟ ସିଂହ ଏକୁଟିଆ ନ ରହି କାହିଁକି ଗୋଷ୍ଠୀ ହୋଇ ରୁହନ୍ତି।...

ଅଷ୍ଟ୍ରେଲିଆର ବଡି ପେଣ୍ଟିଂ ଫେଷ୍ଟିଭାଲ, ଭାଗ ନେଇଥାନ୍ତି ୫୦ ଦେଶର ପ୍ରତିଯୋଗୀ

ବିଭିନ୍ନ ସଉକ ମଧ୍ୟରୁ ଅନ୍ୟତମ ପେଣ୍ଟିଂ ବା ଚିତ୍ରାଙ୍କନ। କାନଭାଷ ଉପରେ ରଙ୍ଗତୂଳୀ ଧରି ଚିତ୍ରକର ଅତି ସୁନ୍ଦର ଭାବେ ଚିତ୍ରକୁ ଆଙ୍କିଥାନ୍ତି, ଯାହା ଦେଖିବାକୁ...

କ୍ୱାରାଣ୍ଟାଇନରେ ଥିବା ସମୟରେ ଗଲେ କେଶ କାଟିବାକୁ : ଲାଗିଲା ଏତିକି ଟଙ୍କାର ଜରିମାନା

ହୋମ୍‌ କ୍ୱାରାଣ୍ଟାଇନରେ ଥିବା ବେଳେ କେଶ କାଟିବା ଜଣେ ବ୍ୟକ୍ତିଙ୍କୁ ମହଙ୍ଗା ପଡ଼ିଛି। ଏଥିପାଇଁ ତାଙ୍କୁ ୭,୬୦୦ ଡଲାର ଫାଇନ୍‌ ଲାଗିଛି। ଯାହାକି ଭାରତୀୟ ମୂଲ୍ୟରେ...

କୋଟିକୋଟି ପ୍ରଶଂସକ, ବହୁ ସମ୍ପତ୍ତିର ମାଲିକ ତଥାପି ହଠାତ୍‌ ଗାଏବ ହୋଇଗଲେ ଏହି ଅଭିନେତ୍ରୀ

ଚାଇନାର ଶି ଜିନଫିଙ୍ଗ୍‌ ସରକାର ଦେଶର ଲୋକପ୍ରିୟ ଅଭିନେତ୍ରୀ ଝାଓ ଓ୍ବେଇଙ୍କୁ ରାତାରାତି ଅନ୍‌ଲାଇନ ପ୍ଲାଟ୍‌ଫର୍ମରୁ ହଟାଇ ଦେଇଛନ୍ତି। ଝାଓଙ୍କ ଫିଲ୍ମ କିମ୍ବା ତାଙ୍କ ସହିତ...

ଅଫିସରେ ମହିଳା କର୍ମଚାରୀଙ୍କୁ ଏହି ନାଁରେ ଡାକୁଥିଲେ ଜଣେ ପୁରୁଷ କର୍ମଚାରୀ, ଚାଲିଗଲା ଚାକିରି

ବ୍ରିଟେନରେ ଜଣେ ବ୍ୟକ୍ତି ଅଫିସ୍‌ର ଜଣେ ମହିଳା କର୍ମଚାରୀଙ୍କୁ ଅଲଗା ନାଁରେ ଡାକିବା ଭାରି ପଡ଼ିଛି। ଫଳରେ କମ୍ପାନୀ ତାକୁ ଚାକିରିରୁ ବାହାର କରିଦେଇଛନ୍ତି। ମଞ୍ଚେଷ୍ଟରରେ...

ଏହି ମନ୍ଦିର ଉପରେ ପ୍ରତି ୧୨ ବର୍ଷରେ ଥରେ ହୋଇଥାଏ ବଜ୍ରପାତ

ହିମାଚଳ ପ୍ରଦେଶରେ ଅନେକ ଦେବଦେବୀଙ୍କ ମନ୍ଦିର ରହିଛି। ଯେଉଁ କାରଣରୁ ଏହି ରାଜ୍ୟକୁ ଦେବଭୂମି ମଧ୍ୟ କୁହାଯାଏ। ଏଠାରେ ଏମିତି ଏକ ମନ୍ଦିର ରହିଛି, ଯାହାର...

Advertisement
Archives

Model This Week