କୋର୍ଟ ରୁମ୍‌ରେ ପଶିଲା ହନୁ, ଭାଇରାଲ୍ ହେଲା ଭିଡିଓ

ଖୋର୍ଦ୍ଧା,୨୯।୧୧(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଚାରପତି କୋର୍ଟରେ ଏକ ମାମଲାର ସାକ୍ଷ୍ୟ ଗ୍ରହଣ କରୁଥିବା ବେଳେ ହଠାତ୍ ଗୋଟିଏ ହନୁ ମାଙ୍କଡ଼ କୋର୍ଟ ରୁମ୍‌କୁ ପ୍ରବେଶ କରିଥିଲା। ୧୦ ମିନିଟ୍ ଧରି ବୁଲିଲା। କିଛି ସମୟ ପରେ ହନୁ କୋର୍ଟ ପରିସରରୁ ବାହାରି ଚାଲି ଯାଇଥିଲା। ପରେ କୋର୍ଟ କାର୍ଯ୍ୟ ସ୍ୱାଭାବିକ ହୋଇଥିଲା। ହନୁର ଏଭଳି କାର୍ଯ୍ୟକୁ କୋର୍ଟ ରୁମ୍‌ରେ ଥିବା କିଛି ଆଇନ୍‌ଜୀବୀ ମୋବାଇଲ୍ ଫୋନ୍‌ରେ ରେକର୍ଡ କରିଥିଲେ । ଯାହା ଏବେ ଭାଇରାଲ୍ ହେବାରେ ଲାଗିଛି ।

ହନୁଟି ସିଧା ବିଚାରପତିଙ୍କ ସାମ୍‌ନା ପୋଡ଼ିଅମ୍‌ରେ ବସିପଡ଼ିଥିଲା। କେର୍ଟ ଭିତରେ ଅନେକ ଆଇନଜୀବୀ ମଧ୍ୟ ଥିଲେ। ଏଭଳି ଘଟଣାକୁ ଦେଖି ସମସ୍ତେ ତାଜୁବ୍ ହୋଇଯାଇଥିଲେ। କିଛି ସମୟ ପାଇଁ କୋର୍ଟ କାର୍ଯ୍ୟ ଏକ ପ୍ରକାର ଅଟକି ଯାଇଥିଲା । କିଛି ଅଘଟଣ ଭୟରେ କେହି ତାକୁ ଘଉଡ଼ାଇବାକୁ କେହି ସାହସ କରିନଥିଲେ। ହନୁ ମାଙ୍କଡ଼ଟି କୋର୍ଟ ରୁମ୍ ଭିତରେ କେତେବେଳେ ପୋଡ଼ିଅମ୍‌ର ଏପଟୁ ସେପଟୁ ଯାଉଥାଏ ତ କେତେବେଳେ ସାକ୍ଷ୍ୟ ଗ୍ରହଣ ପାଇଁ ଥିବା କାଠଗଡ଼ା ଉପରେ ବସୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଗଳାବାଟ ଖୋଜୁଥିବା ବେଳେ ନିରୀହ ପଡୁଛନ୍ତି ବଳି

ପରଜଙ୍ଗ,୫।୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ କୁଆଳୋ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଅନ୍ତର୍ଗତ କୁଆଳୋ ମୌଜାରେ ଦୁଇ କିସମ ଜଙ୍ଗଲ ଜମି ଜବରଦଖଲ ଉଚ୍ଛେଦ ନେଇ ଜାତୀୟ…

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ଦାରିଙ୍ଗବାଡିରେ ପ୍ରଥମଥର ପାଇଁ ସ୍କାଉଟସ-ଗାଇଡ଼ସ ପ୍ରତିଯୋଗିତା: ପଞ୍ଜିକରଣ ଆରମ୍ଭ

ଦାରିଙ୍ଗବାଡି,୫।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ ଓ ଗାଇଡ଼ସର ପ୍ରଥମଥର ପାଇଁ…

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri