Posted inଫୁରସତ

ମାଙ୍କଡ଼କୁ ଚିଡ଼ାଉଥିଲେ ଯୁବତୀ, କେଶ ଧରି ଭିଡ଼ିନେଲା; ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଭିଡିଓ ଭାଇରାଲ ହୋଇଥାଏ। ଏହି ଭିଡିଓଗୁଡ଼ିକ ମଧ୍ୟରୁ କେତେକ ମଜାଳିଆ ହୋଇଥିବା ବେଳେ ଆଉ କେତେକ ଅତ୍ୟନ୍ତ ସ୍ପର୍ଶକାତର ହୋଇଥାଏ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ପଶୁମାନଙ୍କୁ ଥଟ୍ଟା କରିବା କେତେ ଯେ ଭୟଙ୍କର ତାହା ବୁଝାପଡ଼ିବ।

ମାଙ୍କଡ଼ମାନେ ସବୁଠାରୁ ଚଞ୍ଚଳ ଏବଂ ହିଂସ୍ର ପ୍ରାଣୀମାନଙ୍କ ମଧ୍ୟରୁ ଅନ୍ୟତମ। ଭିଡିଓରେ ଦେଖିବେ ମାଙ୍କଡ଼କୁ ଚିଡ଼ାଇବା କିପରି ଜଣେ ଯୁବତୀଙ୍କୁ ମହଙ୍ଗା ପଡ଼ିଛି। ଜଣେ ଯୁବତୀ ପ୍ରାଣୀ ଉଦ୍ୟାନରେ ଏକ ମାଙ୍କଡ଼ର କେଜ୍‌ରେ ଆଘାତ କରୁଛନ୍ତି, ଏହା ପରେ ମାଙ୍କଡ଼ଟି ତାଙ୍କ କେଶ ଧରି ଖୁବ୍‌ ଜୋର୍‌ରେ ଭିଡ଼ି ନେଉଛି। ସାଧାରଣତଃ ପ୍ରାଣୀ ଉଦ୍ୟାନରେ ପର୍ଯ୍ୟଟକମାନେ ପଶୁମାନଙ୍କୁ ଥଟ୍ଟା କରିବା ଉଚିତ ନୁହେଁ। ଯେଉଁମାନେ ଏହି ପରାମର୍ଶକୁ ଗମ୍ଭୀରତାର ସହ ଗ୍ରହଣ କରନ୍ତି ନାହିଁ, ସେମାନେ ଅଡୁଆରେ ପଡନ୍ତି। ମେକ୍ସିକୋ ପ୍ରାଣୀ ଉଦ୍ୟାନରେ ଜଣେ ଯୁବତୀଙ୍କ ସହିତ ଏପରି ଘଟଣା ଘଟିଛି। ଭିଡିଓଟି ସୋସିଆଲ ମିଡିଆରେ ଶେୟାର କରାଯାଇଛି। ଯାହାକୁ ବର୍ତ୍ତମାନ ସୁଦ୍ଧା ୧୦ ମିଲିୟନରୁ ଅଧିକ ଲୋକ ଦେଖିସାରିଲେଣି। ସ୍ପାଇଡର ପ୍ରଜାତିର ମାଙ୍କଡ଼ମାନେ ଦକ୍ଷିଣ ଆମେରିକାର ଟ୍ରପିକାଲ ଜଙ୍ଗଲରେ ବାସ କରନ୍ତି, ଯାହା ମେକ୍ସିକୋ ଏବଂ ବ୍ରାଜିଲରେ ଅଧିକ ପରିମାଣର ଦେଖାଯାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

New Year ୨୦୨୬: ନୂଆବର୍ଷର ପ୍ରଥମ ସନ୍ଧ୍ୟାରେ କରନ୍ତୁ ଏହି ବିଶେଷ ଉପଚାର, ଘରେ ଦେବୀ ଲକ୍ଷ୍ମୀଙ୍କ…

୨୦୨୬ ବର୍ଷ ଆରମ୍ଭ ହୋଇଛି। ଆଜି ନୂତନ ବର୍ଷର ପ୍ରଥମ ଦିନ। ସମସ୍ତେ ନିଜ ପରିବାର ଏବଂ ବନ୍ଧୁମାନଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଉଛନ୍ତି ।...

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ନୂଆବର୍ଷରେ ଦେଶକୁ ବଡ଼ ଉପହାର, ଏହି ରୁଟରେ ଦୌଡ଼ିବ ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ, ଜାଣନ୍ତୁ କେତେ ରହିବ ଭଡା

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ (ଜାନୁଆରୀ ୧) କେନ୍ଦ୍ରର ମୋଦି ସରକାର ଦେଶକୁ ଏକ ଗୁରୁତ୍ୱପୂର୍ଣ୍ଣ ଉପହାର ପ୍ରଦାନ କରିଛନ୍ତି। ରେଳ ମନ୍ତ୍ରଣାଳୟ ପ୍ରଥମ...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ଚାଇନାରେ ‘ଗୋଟିଏ ସନ୍ତାନ ନୀତି’କୁ ପୂରଣ ହେଲା ୧୦ ବର୍ଷ, ବଢିଲା ନାହିଁ ଜନ୍ମହାର, ଏବେ ଭୟ…

ବେଜିଂ,୧।୧: ଚାଇନା ବର୍ତ୍ତମାନ ଏହାର ଯୁବପିଢ଼ିଙ୍କୁ ଯଥାସମ୍ଭବ ଅଧିକ ସନ୍ତାନ ଜନ୍ମ କରିବାକୁ ଅନୁରୋଧ କରୁଛି ଯାହା ଦ୍ୱାରା ଦେଶର ଜନସଂଖ୍ୟା ଉପରେ ବିଶେଷ ପ୍ରଭାବ...

ବଦଳିଲା CBSE ବୋର୍ଡ ପରୀକ୍ଷା ତାରିଖ, ଜାଣନ୍ତୁ କେବେ ହେବ…

ନୂଆଦିଲ୍ଲୀ,୧।୧: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ  ୨୦୨୬ ପାଇଁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ସଂଶୋଧିତ ସମୟସାରଣୀ ପ୍ରକାଶ କରିଛି। ପ୍ରଶାସନିକ...

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri