Posted inଫୁରସତ

ନନ୍ଦୀ ପ୍ରତିମୂର୍ତ୍ତି ପାଖରେ ପହଞ୍ଚିଲା ମାଙ୍କଡ଼, ତା’ ପରେ ଯାହା କଲା ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ସାମ୍ନାକୁ ଆସୁଛି। ଏଥିମଧ୍ୟରୁ ଅନେକ ଭିଡିଓ ଆଶ୍ଚର୍ଯ୍ୟ କରିଦେଉଥିବାବେଳେ ଆଉ କିଛି ଭିଡିଓ ହୃଦୟସ୍ପର୍ଶୀ। ଏବେ ଏମିତି ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେଉଛି। ଯେଉଁ ଭିଡିଓରେ ମାଙ୍କଡ଼ର କାରନାମା ଦେଖି ଲୋକେ ଆଶ୍ଚର୍ଯ୍ୟ ହେବା ସହ ଖୁସି ବ୍ୟକ୍ତ କରୁଛନ୍ତି।

ଏକ ଛକରେ ସ୍ଥାପିତ ନନ୍ଦୀ ପ୍ରତିମୂର୍ତ୍ତି ଦେଖିବାକୁ ପାଇବେ। ଏଠାରେ ଏକ ମାଙ୍କଡ଼ ହାତରେ ଏକ କଦଳୀ ଧରି ନନ୍ଦୀ ପ୍ରତିମୂର୍ତ୍ତି ପାଖରେ ବସିଛି। ତା’ ପରେ ସେ କଦଳୀରୁ ଚୋପା ଛଡ଼ାଇ ପ୍ରଥମେ ପ୍ରତିମୂର୍ତ୍ତିକୁ ଖୁଆଇ ଦେଉଛି। କିନ୍ତୁ ବାରମ୍ବାର ଚେଷ୍ଟା କରିବା ସତ୍ତ୍ୱେ, ପ୍ରତିମୂର୍ତ୍ତି ନ ଖାଇବାରୁ ମାଙ୍କଡ଼ ନିଜେ ଏହି କଦଳୀଟିକୁ ଖାଇଦେଉଛି। ଏହି ଭିଡିଓଟି ଲୋକଙ୍କ ହୃଦୟ ଜିତିଛି।

नंदी की मूर्ति के सामने पहुंचा बंदर, फिर जो किया उसे देखकर लोग हैरान, वीडियो हुआ वायरल - Monkey Feeding Banana To Nandi Idol Video Goes Viral - Amar Ujala Hindi News Live

ମାଙ୍କଡ଼ ଭାବିଥିଲା ନନ୍ଦୀ ମଧ୍ୟ ଭୋକିଲା ଅଛନ୍ତି। ଯେତେବେଳେ ନନ୍ଦୀ କଦଳୀ ଖାଇ ନ ଥିଲେ, ସେ ନିଜେ ଖାଇ ଦେଇଥିଲା। ନିରୀହ ପ୍ରାଣୀଟି ହୁଏତ ଜାଣି ନ ଥିଲା ଯେ ତା’ ଆଗରେ ବସିଥିବା ନନ୍ଦୀ ପ୍ରକୃତ ନୁହେଁ, ବରଂ ଏକ ପଥରର ମୂର୍ତ୍ତି। ମୂକ ପ୍ରାଣୀମାନଙ୍କର ଏହି ନିରୀହତା ହୃଦୟ ସ୍ପର୍ଶକାରୀ।

monkey feeding banana to nandi idol video goes viral

ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓରେ ଦେଖାଯାଉଛି ରାସ୍ତାରେ ଯାନବାହନ ଚଳାଚଳ କରୁଛି ଏବଂ ଲୋକମାନେ ସେମାନଙ୍କ କାମରେ ବ୍ୟସ୍ତ ଅଛନ୍ତି। ଏହି ସମୟରେ କେହି ଜଣେ ମାଙ୍କଡର ଏହି ସୁନ୍ଦର ମୁହୂର୍ତ୍ତକୁ କ୍ୟାମେରାରେ କଏଦ କରିଛନ୍ତି। ଏବେ ଏହି ଭିଡିଓ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଲୋକମାନେ ଏହା ଉପରେ ନିଜ ନିଜର ପ୍ରତିକ୍ରିୟା ଦେଉଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?